ପ୍ରେରିତ 16:7 - ଓଡିଆ ବାଇବେଲ7 ଆଉ ସେମାନେ ମୂସିଆ ନିକଟରେ ଉପସ୍ଥିତ ହୋଇ ବୀଥୂନିଆକୁ ଯିବା ପାଇଁ ଚେଷ୍ଟା କଲେ, କିନ୍ତୁ ଯୀଶୁଙ୍କର ଆତ୍ମା ସେମାନଙ୍କୁ ଅନୁମତି ଦେଲେ ନାହିଁ । Viz kapitolaପବିତ୍ର ବାଇବଲ (Re-edited) - (BSI)7 ଆଉ, ସେମାନେ ମୂସିଆ ନିକଟରେ ଉପସ୍ଥିତ ହୋଇ ବୀଥୂନିଆକୁ ଯିବା ପାଇଁ ଚେଷ୍ଟା କଲେ, କିନ୍ତୁ ଯୀଶୁଙ୍କର ଆତ୍ମା ସେମାନଙ୍କୁ ଅନୁମତି ଦେଲେ ନାହିଁ। Viz kapitolaପବିତ୍ର ବାଇବଲ (CL) NT (BSI)7 ମିଷୀଆର ସୀମାରେ ପହଞ୍ଚି ବିଥିନିଆ ପ୍ରଦେଶକୁ ଯିବାକୁ ବାହାରିବାବେଳେ ଯୀଶୁଙ୍କର ଆତ୍ମା ସେମାନଙ୍କୁ ଅନୁମତି ଦେଲେ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଆଉ ସେମାନେ ମୂସିଆ ନିକଟରେ ଉପସ୍ଥିତ ହୋଇ ବୀଥୂନିଆ ପ୍ରଦେଶକୁ ଯିବା ପାଇଁ ଚେଷ୍ଟା କଲେ, କିନ୍ତୁ ଯୀଶୁଙ୍କର ଆତ୍ମା ସେମାନଙ୍କୁ ଅନୁମତି ଦେଲେ ନାହିଁ। Viz kapitolaପବିତ୍ର ବାଇବଲ7 ସେମାନେ ମୂସିଆ ଦେଶକୁ ଆସିଲା ପରେ ବୀଥୂନିଆକୁ ଯିବା ପାଇଁ ଚେଷ୍ଟା କଲେ। କିନ୍ତୁ ଯୀଶୁଙ୍କ ଆତ୍ମା ସେମାନଙ୍କୁ ଯିବା ପାଇଁ ଅନୁମତି ଦେଲେ ନାହିଁ। Viz kapitola |