ପ୍ରେରିତ 17:2 - ଓଡିଆ ବାଇବେଲ2 ଆଉ ପାଉଲ ଆପଣା ରୀତି ଅନୁସାରେ ସେମାନଙ୍କ ନିକଟକୁ ଗଲେ, ପୁଣି, ତିନୋଟି ବିଶ୍ରାମବାର ପର୍ଯ୍ୟନ୍ତ ଶାସ୍ତ୍ରର ବାକ୍ୟ ଘେନି ସେମାନଙ୍କୁ ଉପଦେଶ ଦେଲେ, Viz kapitolaପବିତ୍ର ବାଇବଲ (Re-edited) - (BSI)2 ଆଉ, ପାଉଲ ଆପଣା ରୀତି ଅନୁସାରେ ସେମାନଙ୍କ ନିକଟକୁ ଗଲେ, ପୁଣି ତିନି ବିଶ୍ରାମବାର ପର୍ଯ୍ୟନ୍ତ ଶାସ୍ତ୍ରର ବାକ୍ୟ ଘେନି ସେମାନଙ୍କୁ ଉପଦେଶ ଦେଲେ, Viz kapitolaପବିତ୍ର ବାଇବଲ (CL) NT (BSI)2 ପାଉଲ ତାଙ୍କ ରୀତି ଅନୁଯାୟୀ ସମାଜ ଗୃହକୁ ଗଲେ। ସେଠାରେ କ୍ରମାଗତ ତିନୋଟି ବିଶ୍ରାମବାରରେ ସେ ଲୋକମାନଙ୍କ ସହିତ ଆଲୋଚନା କଲେ, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଆଉ ପାଉଲ ଆପଣା ରୀତି ଅନୁସାରେ ସେମାନଙ୍କ ନିକଟକୁ ଗଲେ, ପୁଣି, ତିନୋଟି ବିଶ୍ରାମବାର ପର୍ଯ୍ୟନ୍ତ ଶାସ୍ତ୍ରର ବାକ୍ୟ ଘେନି ସେମାନଙ୍କୁ ଉପଦେଶ ଦେଲେ, Viz kapitolaପବିତ୍ର ବାଇବଲ2 ପାଉଲ ସେମାନଙ୍କ ପାଖକୁ ଗଲେ। ଏପରି ସେ ସର୍ବଦା କରୁଥିଲେ। ସେ ତିନି ବିଶ୍ରାମବାର ଦିନ ପର୍ଯ୍ୟନ୍ତ ସେମାନଙ୍କ ସହିତ ଶାସ୍ତ୍ର ଆଲୋଚନା କଲେ। Viz kapitola |