Online Bible

- Reklamy -




ପ୍ରେରିତ 17:24 - ଓଡିଆ ବାଇବେଲ

24 ଯେଉଁ ଈଶ୍ୱର ଜଗତ ଓ ତନ୍ମଧ୍ୟସ୍ଥ ସମସ୍ତ ପଦାର୍ଥ ସୃଷ୍ଟି କରିଅଛନ୍ତି, ସେ ସ୍ୱର୍ଗ ଓ ପୃଥିବୀର ପ୍ରଭୁ ହେବାରୁ ହସ୍ତନିର୍ମିତ ମନ୍ଦିରସମୂହରେ ବାସ କରନ୍ତି ନାହିଁ,

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

24 ଯେଉଁ ଈଶ୍ଵର ଜଗତ ଓ ତନ୍ମଧ୍ୟସ୍ଥ ସମସ୍ତ ପଦାର୍ଥ ସୃଷ୍ଟି କରିଅଛନ୍ତି, ସେ ସ୍ଵର୍ଗ ଓ ପୃଥିବୀର ପ୍ରଭୁ ହେବାରୁ ହସ୍ତନିର୍ମିତ ମନ୍ଦିରସମୂହରେ ବାସ କରନ୍ତି ନାହିଁ,

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

24 ଈଶ୍ୱର ଜଗତ ଓ ସେଥିରେ ଥିବା ପ୍ରତ୍ୟେକ ବିଷୟ ସୃଷ୍ଟି କଲେ। ସେ ସ୍ୱର୍ଗ ଓ ପୃଥିବୀର ପ୍ରଭୁ। ମନୁଷ୍ୟ ହସ୍ତନିର୍ମିତ ମନ୍ଦିରମାନଙ୍କରେ ସେ ବାସ କରନ୍ତି ନାହିଁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ଯେଉଁ ଈଶ୍ବର ଜଗତ ଓ ତନ୍ମଧ୍ୟସ୍ଥ ସମସ୍ତ ପଦାର୍ଥ ସୃଷ୍ଟି କରିଅଛନ୍ତି, ସେ ସ୍ୱର୍ଗ ଓ ପୃଥିବୀର ପ୍ରଭୁ ହେବାରୁ ହସ୍ତନିର୍ମିତ ମନ୍ଦିର-ସମୂହରେ ବାସ କରନ୍ତି ନାହିଁ,

Viz kapitola kopírovat

ପବିତ୍ର ବାଇବଲ

24 “ପରମେଶ୍ୱର ଏ ପୃଥିବୀରେ ଓ ଏଥିରେ ଥିବା ସମସ୍ତ ବସ୍ତୁର କର୍ତ୍ତା। ସେ ସ୍ୱର୍ଗ ଓ ପୃଥିବୀର ପ୍ରଭୁ ହୋଇ ଥିବାରୁ ସେ ମଣିଷ ନିର୍ମିତ ମନ୍ଦିର ଗୁଡ଼ିକରେ ରୁହନ୍ତି ନାହିଁ।

Viz kapitola kopírovat




ପ୍ରେରିତ 17:24

Následuj nás:

Reklamy


Reklamy