Online Bible

- Reklamy -




ପ୍ରେରିତ 17:30 - ଓଡିଆ ବାଇବେଲ

30 ଈଶ୍ୱର ସେହି ଅଜ୍ଞାନତାର କାଳ ଉପେକ୍ଷା କରିଅଛନ୍ତି ସତ୍ୟ, କିନ୍ତୁ ଏବେ ସେ ସର୍ବତ୍ର ସମସ୍ତ ମନୁଷ୍ୟଙ୍କୁ ମନ ପରିବର୍ତ୍ତନ କରିବା ନିମନ୍ତେ ଜଣାନ୍ତି;

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

30 ଈଶ୍ଵର ସେହି ଅଜ୍ଞାନତାର କାଳ ଉପେକ୍ଷା କରିଅଛନ୍ତି ସତ୍ୟ, କିନ୍ତୁ ଏବେ ସେ ସର୍ବତ୍ର ସମସ୍ତ ମନୁଷ୍ୟଙ୍କୁ ମନ ପରିବର୍ତ୍ତନ କରିବା ନିମନ୍ତେ ଜଣାନ୍ତି;

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

30 ଲୋକମାନେ ଈଶ୍ୱରଙ୍କୁ ଜାଣି ନ ଥିବା ସମୟରେ ସେ ଦୋଷ ଧରି ନ ଥିଲେ, କିନ୍ତୁ ବର୍ତ୍ତମାନ ସେ ସର୍ବତ୍ର ସମସ୍ତଙ୍କୁ ସେମାନଙ୍କ ପାପ ପଥରୁ ଫେରିବା ପାଇଁ ଆଦେଶ ଦେଉଛନ୍ତି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ଈଶ୍ବର ସେହି ଅଜ୍ଞାନତାର କାଳ ଉପେକ୍ଷା କରିଅଛନ୍ତି ସତ୍ୟ, କିନ୍ତୁ ଏବେ ସେ ସର୍ବତ୍ର ସମସ୍ତ ମନୁଷ୍ୟଙ୍କୁ ମନ-ପରିବର୍ତ୍ତନ କରିବା ନିମନ୍ତେ ଜଣାନ୍ତି;

Viz kapitola kopírovat

ପବିତ୍ର ବାଇବଲ

30 ପୂର୍ବରୁ ପରମେଶ୍ୱର ଲୋକମାନଙ୍କର ଏହି ନିର୍ବୋଧତା ଉପେକ୍ଷା କରିଥିଲେ। ମାତ୍ର ବର୍ତ୍ତମାନ ସେ ସାରା ପୃଥିବୀର ଲୋକମାନଙ୍କୁ ଅନୁତାପ କରି ଫେରି ଆସିବା ପାଇଁ ଆଦେଶ ଦିଅନ୍ତି।

Viz kapitola kopírovat




ପ୍ରେରିତ 17:30

Následuj nás:

Reklamy


Reklamy