ପ୍ରେରିତ 17:8 - ଓଡିଆ ବାଇବେଲ8 ସେମାନଙ୍କର ଏହି କଥା ଶୁଣି ଲୋକସମୂହ ଓ ନଗରର ଶାସନକର୍ତ୍ତାମାନେ ବିଚଳିତ ହେଲେ । Viz kapitolaପବିତ୍ର ବାଇବଲ (Re-edited) - (BSI)8 ସେମାନଙ୍କର ଏହି କଥା ଶୁଣି ଲୋକସମୂହ ଓ ନଗରର ଶାସନକର୍ତ୍ତାମାନେ ଉଦ୍ବିଗ୍ନ ହେଲେ। Viz kapitolaପବିତ୍ର ବାଇବଲ (CL) NT (BSI)8 ଏହି କଥା କହି ସେମାନେ ଜନତା ଓ କର୍ତ୍ତୃପକ୍ଷଙ୍କ ମଧ୍ୟରେ ପ୍ରବଳ ଉତ୍ତେଜନା ଓ ଗଣ୍ଡଗୋଳ ସୃଷ୍ଟି କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ସେମାନଙ୍କର ଏହି କଥା ଶୁଣି ଲୋକସମୂହ ଓ ନଗରର ଶାସନକର୍ତ୍ତାମାନେ ବିଚଳିତ ହେଲେ। Viz kapitolaପବିତ୍ର ବାଇବଲ8 ଜନସମୂହ ଓ ନଗରର ଶାସନକର୍ତ୍ତାମାନେ ସେମାନଙ୍କ କଥା ଶୁଣି ବିଚଳିତ ହୋଇ ପଡ଼ିଲେ। Viz kapitola |