ପ୍ରେରିତ 18:12 - ଓଡିଆ ବାଇବେଲ12 କିନ୍ତୁ ଗାଲ୍ଲିୟୋନ୍ ଆଖାୟାର ଶାସନକର୍ତ୍ତା ଥିବା ସମୟରେ ଯିହୂଦୀମାନେ ପାଉଲଙ୍କ ବିରୁଦ୍ଧରେ ଏକମତ ହୋଇ ଉଠି ତାହାଙ୍କୁ ବିଚାରାସନ ଛାମୁକୁ ଘେନିଆସି କହିଲେ, Viz kapitolaପବିତ୍ର ବାଇବଲ (Re-edited) - (BSI)12 କିନ୍ତୁ ଗାଲ୍ଲିୟୋନ୍ ଆଖାୟାର ଶାସନକର୍ତ୍ତା ଥିବା ସମୟରେ ଯିହୁଦୀମାନେ ପାଉଲଙ୍କ ବିରୁଦ୍ଧରେ ଏକମତ ହୋଇଉଠି ତାଙ୍କୁ ବିଚାରାସନ ଛାମୁକୁ ଘେନିଆସି କହିଲେ, Viz kapitolaପବିତ୍ର ବାଇବଲ (CL) NT (BSI)12 ଗାଲିୟୋ ଆଖାୟାର ରୋମୀୟ ଶାସକ ଥିବା ସମୟରେ, ଇହୁଦୀମାନେ ଏକତ୍ରିତ ହୋଇ ପାଉଲଙ୍କୁ ଧରି ବିଚାରାଳୟକୁ ନେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 କିନ୍ତୁ ଗାଲ୍ଲିୟୋନ୍ ଆଖାୟା ଅଞ୍ଚଳର ଶାସନକର୍ତ୍ତା ଥିବା ସମୟରେ ଯିହୁଦୀମାନେ ପାଉଲଙ୍କ ବିରୁଦ୍ଧରେ ଏକମତ ହୋଇ ଉଠି ତାହାଙ୍କୁ ବିଚାରାସନ ଛାମୁକୁ ଘେନିଆସି କହିଲେ, Viz kapitolaପବିତ୍ର ବାଇବଲ12 ଗାଲ୍ଲିୟୋନ୍ ଆଖାୟାର ରାଜ୍ୟପାଳ ହେଲେ। ସେ ସମୟରେ ଯିହୂଦୀୟମାନେ ମିଳିତ ଭାବରେ ଚେଷ୍ଟା କରି ପାଉଲଙ୍କୁ ଆକ୍ରମଣ କଲେ। ସେମାନେ ତାହାଙ୍କୁ ଅଦାଲତକୁ ନେଇଗଲେ। Viz kapitola |