Online Bible

- Reklamy -




ପ୍ରେରିତ 18:13 - ଓଡିଆ ବାଇବେଲ

13 ଏହି ଲୋକଟା ମୋଶାଙ୍କ ବ୍ୟବସ୍ଥାର ବିପରୀତ ଭାବରେ ଈଶ୍ୱରଙ୍କ ଉପାସନା କରିବାକୁ ଲୋକମାନଙ୍କୁ ବାଧ୍ୟ କରେ ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

13 ଏହି ଲୋକଟା ବ୍ୟବସ୍ଥାର ବିପରୀତ ଭାବରେ ଈଶ୍ଵରଙ୍କ ଉପାସନା କରିବାକୁ ଲୋକମାନଙ୍କୁ ପ୍ରବର୍ତ୍ତାଉ ଅଛି।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

13 ସେମାନେ କହିଲେ, “ଏହି ଲୋକ ଆମ ବ୍ୟବସ୍ଥା ବିରୁଦ୍ଧ ରୀତିରେ ଈଶ୍ୱରଙ୍କ ଉପାସନା କରିବାକୁ ଲୋକମାନଙ୍କୁ ପ୍ରବର୍ତ୍ତାଉଛି।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଏହି ଲୋକଟା ବ୍ୟବସ୍ଥାର ବିପରୀତ ଭାବରେ ଈଶ୍ବରଙ୍କ ଉପାସନା କରିବାକୁ ଲୋକମାନଙ୍କୁ ବାଧ୍ୟ କରେ।

Viz kapitola kopírovat

ପବିତ୍ର ବାଇବଲ

13 ସେମାନେ କହିଲେ, “ଏହି ଲୋକ ଯେଉଁ ଉପାୟରେ ପରମେଶ୍ୱରଙ୍କ ଉପାସନା କରିବା ପାଇଁ ଲୋକମାନଙ୍କୁ ମତାଇ ଅଛି, ତାହା ଆମ୍ଭ ବ୍ୟବସ୍ଥାର ବିରୁଦ୍ଧ ଅଟେ।”

Viz kapitola kopírovat




ପ୍ରେରିତ 18:13

Následuj nás:

Reklamy


Reklamy