ପ୍ରେରିତ 18:18 - ଓଡିଆ ବାଇବେଲ18 ଏହା ଉତ୍ତାରେ ପାଉଲ ଅନେକ ଦିନ ପର୍ଯ୍ୟନ୍ତ ସେହି ସ୍ଥାନରେ ରହି ଭାଇମାନଙ୍କ ନିକଟରୁ ବିଦାୟ ଘେନି ଜାହାଜରେ ଚଢ଼ି ସିରିୟାକୁ ଯାତ୍ରା କଲେ । ପ୍ରୀସ୍କିଲ୍ଲା ଓ ଆକ୍ୱିଲା ତାଙ୍କ ସାଙ୍ଗରେ ଗଲେ; ତାଙ୍କର ଗୋଟିଏ ମାନତ ଥିବାରୁ ସେ କେଙ୍କ୍ରେୟାରେ ଆପଣା ମସ୍ତକ ମୁଣ୍ଡନ କରାଇଲେ । Viz kapitolaପବିତ୍ର ବାଇବଲ (Re-edited) - (BSI)18 ଏହା ଉତ୍ତାରେ ପାଉଲ ଆହୁରି ଅନେକ ଦିନ ପର୍ଯ୍ୟନ୍ତ ସେହି ସ୍ଥାନରେ ରହି ଭାଇମାନଙ୍କ ନିକଟରୁ ବିଦାୟ ଘେନି ଜାହାଜରେ ଚଢ଼ି ସୁରିଆକୁ ଯାତ୍ରା କଲେ। ପ୍ରୀସ୍କିଲ୍ଲା ଓ ଆକ୍ଵିଲା ତାଙ୍କ ସାଙ୍ଗରେ ଗଲେ; ତାଙ୍କର ଗୋଟିଏ ବ୍ରତ ଥିବାରୁ ସେ କେଙ୍କ୍ରେୟାରେ ଆପଣା ମସ୍ତକ ମୁଣ୍ତନ କରାଇଲେ। Viz kapitolaପବିତ୍ର ବାଇବଲ (CL) NT (BSI)18 ପାଉଲ କରିନ୍ଥରେ ବିଶ୍ୱାସୀମାନଙ୍କ ସହିତ ଅନେକ ଦିନ ବାସ କଲେ। ତା’ପରେ ସେମାନଙ୍କୁ ଛାଡ଼ି ପ୍ରିସ୍କିଲା ଓ ଆକ୍ୱିଲାଙ୍କ ସହିତ ସିରିଆ ଅଭିମୁଖେ ଜଳଯାତ୍ରା କଲେ। ସେଂକ୍ରିୟାରୁ ଜଳଯାତ୍ରା ଆରମ୍ଭ କରିବା ପୂର୍ବରୁ ତାଙ୍କ ଏକ ମାନତ ଅନୁଯାୟୀ ସେ ତାଙ୍କ ମସ୍ତକ ମୁଣ୍ଡନ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଏହା ଉତ୍ତାରେ ପାଉଲ ଅନେକ ଦିନ ପର୍ଯ୍ୟନ୍ତ ସେହି ସ୍ଥାନରେ ରହି ଭାଇମାନଙ୍କ ନିକଟରୁ ବିଦାୟ ଘେନି ଜାହାଜରେ ଚଢ଼ି ସିରିୟା ଅଞ୍ଚଳକୁ ଯାତ୍ରା କଲେ। ପ୍ରୀସ୍କିଲ୍ଲା ଓ ଆକ୍ୱିଲା ତାହାଙ୍କ ସାଙ୍ଗରେ ଗଲେ; ତାଙ୍କର ଗୋଟିଏ ମାନତ ଥିବାରୁ ସେ କେଙ୍କ୍ରେୟା ସହରରେ ଆପଣା ମସ୍ତକ ମୁଣ୍ଡନ କରାଇଲେ। Viz kapitolaପବିତ୍ର ବାଇବଲ18 ପାଉଲ ସେଠାରେ ଭାଇମାନଙ୍କ ସହିତ ଅନେକ ଦିନ ରହିଲେ। ତା'ପରେ ସେ ବିଦାୟ ନେଇ ଜଳପଥରେ ସୁରିଆ ଦେଶକୁ ଗଲେ। ତାହାଙ୍କ ସହିତ ପ୍ରୀସ୍କିଲ୍ଲା ଓ ଆକ୍ୱିଲା ମଧ୍ୟ ଗଲେ। ପରମେଶ୍ୱରଙ୍କ ନିକଟରେ ଏକ ଶପଥ କରିଥିବାରୁ ପାଉଲ କେଙ୍କ୍ରେୟାରେ ଲଣ୍ଡା ହେଲେ। Viz kapitola |