ପ୍ରେରିତ 18:19 - ଓଡିଆ ବାଇବେଲ19 ପରେ ସେମାନେ ଏଫିସକୁ ଆସିଲେ, ପୁଣି, ସେ ସେ ସ୍ଥାନରେ ସେମାନଙ୍କୁ ଛାଡ଼ି ନିଜେ ସମାଜଗୃହରେ ପ୍ରବେଶ କରି ଯିହୂଦୀମାନଙ୍କୁ ଉପଦେଶ ଦେଲେ । Viz kapitolaପବିତ୍ର ବାଇବଲ (Re-edited) - (BSI)19 ପରେ ସେମାନେ ଏଫିସକୁ ଆସିଲେ, ପୁଣି ସେ ସେସ୍ଥାନରେ ସେମାନଙ୍କୁ ଛାଡ଼ି ନିଜେ ସମାଜଗୃହରେ ପ୍ରବେଶ କରି ଯିହୁଦୀମାନଙ୍କୁ ଉପଦେଶ ଦେଲେ। Viz kapitolaପବିତ୍ର ବାଇବଲ (CL) NT (BSI)19 ସେମାନେ ଏଫିସସ୍ରେ ପହଞ୍ଚିବା ପରେ ପାଉଲ ପ୍ରିସ୍କିଲା ଓ ଆକ୍ୱିଲାଙ୍କୁ ବିଦାୟ ଦେଲେ। ସେ ସେଠାରେ ସମାଜ ଗୃହକୁ ଯାଇ ଇହୁଦୀମାନଙ୍କ ସହିତ ଧର୍ମାଲୋଚନା କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ପରେ ସେମାନେ ଏଫିସକୁ ଆସିଲେ, ପୁଣି, ସେ ସେ ସ୍ଥାନରେ ସେମାନଙ୍କୁ ଛାଡ଼ି ନିଜେ ସମାଜଗୃହରେ ପ୍ରବେଶ କରି ଯିହୁଦୀମାନଙ୍କୁ ଉପଦେଶ ଦେଲେ। Viz kapitolaପବିତ୍ର ବାଇବଲ19 ତା'ପରେ ସେମାନେ ଏଫିସ ନଗରରେ ପହଞ୍ଚିଲେ। ସେଠାରେ ପାଉଲ ପ୍ରୀସ୍କିଲ୍ଲା ଓ ଆକ୍ୱିଲାଙ୍କୁ ଛାଡ଼ି ନିଜେ ସମାଜଗୃହରେ ପ୍ରବେଶ କଲେ ଓ ଯିହୂଦୀୟମାନଙ୍କ ସହିତ କଥାବାର୍ତ୍ତା କଲେ। Viz kapitola |