Online Bible

- Reklamy -




ପ୍ରେରିତ 18:26 - ଓଡିଆ ବାଇବେଲ

26 ସେ ସମାଜଗୃହରେ ସାହସ ସହିତ କଥା କହିବାକୁ ଲାଗିଲେ । କିନ୍ତୁ ପ୍ରୀସ୍କିଲ୍ଲା ଓ ଆକ୍ୱିଲା ତାହାଙ୍କ କଥା ଶୁଣି ତାହାଙ୍କୁ ଆପଣାମାନଙ୍କ ସାଙ୍ଗରେ ରଖି ଅଧିକ ସୂକ୍ଷ୍ମ ରୂପେ ଈଶ୍ୱରଙ୍କ ମାର୍ଗ ବିଷୟ ତାହାଙ୍କୁ ବୁଝାଇଦେଲେ ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

26 ସେ ସମାଜଗୃହରେ ସାହସ ସହିତ କଥା କହିବାକୁ ଲାଗିଲେ। କିନ୍ତୁ ପ୍ରୀସ୍କିଲ୍ଲା ଓ ଆକ୍ଵିଲା ତାଙ୍କ କଥା ଶୁଣି ତାଙ୍କୁ ଆପଣାମାନଙ୍କ ସାଙ୍ଗରେ ରଖି ଅଧିକ ସୂକ୍ଷ୍ମ ରୂପେ ଈଶ୍ଵରଙ୍କ ମାର୍ଗ ବିଷୟ ତାଙ୍କୁ ବୁଝାଇଦେଲେ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

26 ସମାଜ ଗୃହରେ ସେ ନିର୍ଭୀକଭାବେ ଶିକ୍ଷା ଦେବାକୁ ଲାଗିଲେ। ତାଙ୍କର ଶିକ୍ଷା ଶୁଣି ପ୍ରିସ୍କିଲା ଓ ଆକ୍ୱିଲା ତାଙ୍କୁ ନିଜ ଘରକୁ ନେଲେ ଓ ସେଠାରେ ତାଙ୍କୁ ଈଶ୍ୱରଙ୍କ ମାର୍ଗ ସମ୍ବନ୍ଧରେ ସଠିକ୍ ଭାବରେ ବୁଝାଇଦେଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ସେ ସମାଜଗୃହରେ ସାହସ ସହିତ କଥା କହିବାକୁ ଲାଗିଲେ। କିନ୍ତୁ ପ୍ରୀସ୍କିଲ୍ଲା ଓ ଆକ୍ୱିଲା ତାହାଙ୍କ କଥା ଶୁଣି ତାହାଙ୍କୁ ଆପଣାମାନଙ୍କ ସାଙ୍ଗରେ ରଖି ଅଧିକ ସୂକ୍ଷ୍ମ ରୂପେ ଈଶ୍ବରଙ୍କ ମାର୍ଗ ବିଷୟ ତାହାଙ୍କୁ ବୁଝାଇଦେଲେ।

Viz kapitola kopírovat

ପବିତ୍ର ବାଇବଲ

26 ସେ ନିର୍ଭୟରେ ସମାଜଗୃହରେ କହିବା ଆରମ୍ଭ କଲେ। ପ୍ରୀସ୍କିଲ୍ଲା ଓ ଆକ୍ୱିଲା ତାହାଙ୍କ କଥା ଶୁଣି ତାହାଙ୍କୁ ନିଜ ପାଖକୁ ନେଇ ଆସିଲେ। ସେମାନେ ପରମେଶ୍ୱରଙ୍କ ପଥ ବିଷୟରେ ଆହୁରି ପରିଷ୍କାର ଭାବରେ ତାହାଙ୍କୁ ବୁଝାଇ ଦେଲେ।

Viz kapitola kopírovat




ପ୍ରେରିତ 18:26

Následuj nás:

Reklamy


Reklamy