Online Bible

- Reklamy -




ପ୍ରେରିତ 18:28 - ଓଡିଆ ବାଇବେଲ

28 କାରଣ ଯୀଶୁ ଯେ ଖ୍ରୀଷ୍ଟ, ଏହା ଧର୍ମଶାସ୍ତ୍ର ଦ୍ୱାରା ପ୍ରମାଣ କରି ସେ ପ୍ରକାଶରେ ଶକ୍ତି ସହିତ ଯିହୂଦୀମାନଙ୍କର ଯୁକ୍ତିସବୁ ଖଣ୍ଡନ କରିବାକୁ ଲାଗିଲେ ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

28 କାରଣ ଯୀଶୁ ଯେ ଖ୍ରୀଷ୍ଟ, ଏହା ଧର୍ମଶାସ୍ତ୍ର ଦ୍ଵାରା ପ୍ରମାଣ କରି ସେ ପ୍ରକାଶରେ ଶକ୍ତି ସହିତ ଯିହୁଦୀମାନଙ୍କର ଯୁକ୍ତିସବୁ ଖଣ୍ତନ କରିବାକୁ ଲାଗିଲେ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

28 ଯୀଶୁ ଯେ ମସୀହ ଅଟନ୍ତି, ତାଙ୍କର ବଳିଷ୍ଠ ଯୁକ୍ତି ଦ୍ୱାରା ଧର୍ମଶାସ୍ତ୍ରରୁ ଏହା ପ୍ରମାଣ କରି ଭାଷଣ ଦେବା ସମୟରେ ସେ ଇହୁଦୀମାନଙ୍କୁ ପରାସ୍ତ କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 କାରଣ ଯୀଶୁ ଯେ ଖ୍ରୀଷ୍ଟ, ଏହା ଧର୍ମଶାସ୍ତ୍ର ଦ୍ୱାରା ପ୍ରମାଣ କରି ସେ ପ୍ରକାଶରେ ଶକ୍ତି ସହିତ ଯିହୁଦୀମାନଙ୍କର ଯୁକ୍ତିସବୁ ଖଣ୍ଡନ କରିବାକୁ ଲାଗିଲେ।

Viz kapitola kopírovat

ପବିତ୍ର ବାଇବଲ

28 କାରଣ ସେ ଯିହୂଦୀମାନଙ୍କ ସହିତ ସର୍ବସାଧାରଣରେ ଦୃଢ଼ଭାବେ ଯୁକ୍ତିତର୍କ କରି ସେମାନଙ୍କୁ ପରାସ୍ତ କଲେ ଓ ଧର୍ମଶାସ୍ତ୍ରରୁ ପ୍ରମାଣ କରି ଦେଖାଇ ଦେଲେ ଯେ କେବଳ ଯୀଶୁ ହିଁ ଖ୍ରୀଷ୍ଟ ଅଟନ୍ତି।

Viz kapitola kopírovat




ପ୍ରେରିତ 18:28

Následuj nás:

Reklamy


Reklamy