ପ୍ରେରିତ 19:27 - ଓଡିଆ ବାଇବେଲ27 ଏଥିରେ ଯେ କେବଳ ଆମ୍ଭମାନଙ୍କ ଏହି ବ୍ୟବସାୟର ଦୁର୍ନାମ ହେବାର ଆଶଙ୍କା ଅଛି, ତାହା ନୁହେଁ, କିନ୍ତୁ ଯେଉଁ ମହାଦେବୀ ଆର୍ତ୍ତେମୀଙ୍କୁ ସମସ୍ତ ଆସିଆ ଓ ଜଗତଯାକ ଉପାସନା କରନ୍ତି, ତାହା ମନ୍ଦିର ମଧ୍ୟ ନଗଣ୍ୟ ହୋଇପଡ଼ିବାର ଓ ତାହାଙ୍କ ମହିମାର ଗ୍ଲାନି ସୁଦ୍ଧା ଘଟିବାର ଆଶଙ୍କା ଅଛି । Viz kapitolaପବିତ୍ର ବାଇବଲ (Re-edited) - (BSI)27 ଏଥିରେ ଯେ କେବଳ ଆମ୍ଭମାନଙ୍କ ଏହି ବ୍ୟବସାୟର ଦୁର୍ନାମ ହେବାର ଆଶଙ୍କା ଅଛି, ତାହା ନୁହେଁ, କିନ୍ତୁ ଯେଉଁ ମହାଦେବୀ ଆର୍ତ୍ତେମୀଙ୍କୁ ସମସ୍ତ ଆସିଆ ଓ ଜଗତଯାକ ପୂଜା କରନ୍ତି, ତାଙ୍କ ମନ୍ଦିର ମଧ୍ୟ ନଗଣ୍ୟ ହୋଇପଡ଼ିବାର ଓ ତାଙ୍କ ମହିମାର ଗ୍ଳାନି ସୁଦ୍ଧା ଘଟିବାର ଆଶଙ୍କା ଅଛି। Viz kapitolaପବିତ୍ର ବାଇବଲ (CL) NT (BSI)27 ଫଳରେ ଆମ ବ୍ୟବସାୟର ଦୁର୍ନାମ ହେବାର ଆଶଙ୍କା ଅଛି। କେବଳ ସେତିକି ନୁହେଁ, ଯେଉଁ ଦେବୀ ଏସିଆରେ ଓ ସମଗ୍ର ପୃଥିବୀରେ ସମସ୍ତଙ୍କ ଦ୍ୱାରା ପୂଜା ପାଆନ୍ତି, ସେହି ବିଖ୍ୟାତ ଆର୍ତ୍ତେମୀ ଦେବୀଙ୍କ ମନ୍ଦିରର ଗୁରୁତ୍ୱ ଆଉ ରହିବ ନାହିଁ ଏବଂ ଆର୍ତ୍ତେମୀ ଦେବୀଙ୍କ ମର୍ଯ୍ୟାଦା କ୍ଷୁର୍ଣ୍ଣ ହେବ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ଏଥିରେ ଯେ କେବଳ ଆମ୍ଭମାନଙ୍କ ଏହି ବ୍ୟବସାୟର ଦୁର୍ନାମ ହେବାର ଆଶଙ୍କା ଅଛି, ତାହା ନୁହେଁ, କିନ୍ତୁ ଯେଉଁ ମହାନ ଦେବୀ ଆର୍ତ୍ତେମୀଙ୍କୁ ସମସ୍ତ ଏସିଆ ଓ ଜଗତଯାକ ଉପାସନା କରନ୍ତି, ତାହା ମନ୍ଦିର ମଧ୍ୟ ନଗଣ୍ୟ ହୋଇପଡ଼ିବାର ଓ ତାହାଙ୍କ ମହିମାର ଗ୍ଲାନି ସୁଦ୍ଧା ଘଟିବାର ଆଶଙ୍କା ଅଛି। Viz kapitolaପବିତ୍ର ବାଇବଲ27 ଏହା ଦ୍ୱାରା କେବଳ ଆମ୍ଭ କାର୍ଯ୍ୟର କ୍ଷତି ଘଟିବ ନାହିଁ ମାତ୍ର ମହାଦେବୀ ଆର୍ତ୍ତେମୀର ମନ୍ଦିରର ମଧ୍ୟ କୌଣସି ଗୁରୁତ୍ୱ ରହିବ ନାହିଁ। ସମଗ୍ର ଏସିଆ ଓ ପୃଥିବୀର ଲୋକମାନେ ଯେଉଁ ଦେବୀକୁ ପୂଜା କରନ୍ତି, ତାହାର ମହିମା ମଧ୍ୟ ନଷ୍ଟ ହୋଇଯିବ।” Viz kapitola |