ପ୍ରେରିତ 19:28 - ଓଡିଆ ବାଇବେଲ28 ଏହି କଥା ଶୁଣି ସେମାନେ କ୍ରୋଧରେ ପରିପୂର୍ଣ୍ଣ ହୋଇ ଚିତ୍କାର କରି କହିବାକୁ ଲାଗିଲେ, ଏଫିସୀୟମାନଙ୍କର ଆର୍ତ୍ତେମୀ ମହାଦେବୀ ଅଟନ୍ତି । Viz kapitolaପବିତ୍ର ବାଇବଲ (Re-edited) - (BSI)28 ଏହି କଥା ଶୁଣି ସେମାନେ କ୍ରୋଧରେ ପରିପୂର୍ଣ୍ଣ ହୋଇ ଚିତ୍କାର କରି କହିବାକୁ ଲାଗିଲେ, ଏଫିସୀୟ-ମାନଙ୍କର ଆର୍ତ୍ତେମୀ ମହାଦେବୀ ଅଟନ୍ତି। Viz kapitolaପବିତ୍ର ବାଇବଲ (CL) NT (BSI)28 ଜନତା ଏହି କଥା ଶୁଣି କ୍ରୋଧାନ୍ୱିତ ହେଲେ ଓ ଚିକ୍ରାର କରି କହିଲେ, “ଆର୍ତ୍ତେମୀ ମହାଦେବୀଙ୍କର ଜୟ!” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ଏହି କଥା ଶୁଣି ସେମାନେ କ୍ରୋଧରେ ପରିପୂର୍ଣ୍ଣ ହୋଇ ଚିତ୍କାର କରି କହିବାକୁ ଲାଗିଲେ, ଏଫିସୀୟମାନଙ୍କର ଆର୍ତ୍ତେମୀ ମହାଦେବୀ ଅଟନ୍ତି। Viz kapitolaପବିତ୍ର ବାଇବଲ28 ସେମାନେ ଏହା ଶୁଣି ଭୀଷଣ ରାଗିଗଲେ ଓ ଚିତ୍କାର କରି କହିଲେ, “ଏଫିସୀୟମାନଙ୍କର ଆର୍ତ୍ତେମୀ ମହାଦେବୀ ମହାନ୍ ଅଟନ୍ତି।” Viz kapitola |