Online Bible

- Reklamy -




ପ୍ରେରିତ 19:40 - ଓଡିଆ ବାଇବେଲ

40 କାରଣ ପ୍ରକୃତରେ ଆଜିର ଗଣ୍ଡଗୋଳ ଘେନି ଆମ୍ଭମାନଙ୍କ ବିରୁଦ୍ଧରେ ଅଭିଯୋଗ ହେବାର ଆଶଙ୍କା ଅଛି; ଆମ୍ଭେମାନେ ଏହି ଗଣ୍ଡଗୋଳର କୌଣସି କାରଣ ଦେଖାଇ ପାରିବୁ ନାହିଁ ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

40 କାରଣ ପ୍ରକୃତରେ ଆଜିର ଗଣ୍ତଗୋଳ ଘେନି ଆମ୍ଭମାନଙ୍କ ବିରୁଦ୍ଧରେ ଅଭିଯୋଗ ହେବାର ଆଶଙ୍କା ଅଛି; ଆମ୍ଭେମାନେ ଏହି ଗଣ୍ତଗୋଳର କୌଣସି କାରଣ ଦେଖାଇ ପାରିବୁ ନାହିଁ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

40 ଆଜି ଯାହା ଘଟିଛି, ସେଥିରେ ଆମ ବିରୁଦ୍ଧରେ ହିଂସାକାଣ୍ଡ ଘଟାଇବା ଅଭିଯୋଗର ଆଶଙ୍କା ଅଛି; ଆମ୍ଭେମାନେ ଏହି ସମସ୍ତ ଗଣ୍ଡଗୋଳର କୌଣସି ଯଥାର୍ଥ କାରଣ ଦର୍ଶାଇ ପାରିବୁ ନାହିଁ।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

40 କାରଣ ପ୍ରକୃତରେ ଆଜିର ଗଣ୍ଡଗୋଳ ଘେନି ଆମ୍ଭମାନଙ୍କ ବିରୁଦ୍ଧରେ ଅଭିଯୋଗ ହେବାର ଆଶଙ୍କା ଅଛି; ଆମ୍ଭେମାନେ ଏହି ଗଣ୍ଡଗୋଳର କୌଣସି କାରଣ ଦେଖାଇ ପାରିବୁ ନାହିଁ।

Viz kapitola kopírovat

ପବିତ୍ର ବାଇବଲ

40 ଆଜିର ଜନ ସଭାରେ ଆନ୍ଦୋଳନ ସକାଶେ ଆମ୍ଭେ ଦୋଷୀ ହୋଇପାରୁ, ଯେହେତୁ ଆମ୍ଭପାଖରେ ଏହାର କୌଣସି ଯଥାର୍ଥ କାରଣ ନାହିଁ।”

Viz kapitola kopírovat




ପ୍ରେରିତ 19:40

Následuj nás:

Reklamy


Reklamy