ପ୍ରେରିତ 2:1 - ଓଡିଆ ବାଇବେଲ1 ପେଣ୍ଟିକଷ୍ଟ ଦିବସ ଉପସ୍ଥିତ ହୁଅନ୍ତେ, ସମସ୍ତେ ଏକ ସ୍ଥାନରେ ଏକାଠି ଥିଲେ । Viz kapitolaପବିତ୍ର ବାଇବଲ (Re-edited) - (BSI)1 ପେଣ୍ଟିକଷ୍ଟ ଦିବସ ଉପସ୍ଥିତ ହୁଅନ୍ତେ, ସମସ୍ତେ ଏକ ସ୍ଥାନରେ ସମବେତ ଥିଲେ। Viz kapitolaପବିତ୍ର ବାଇବଲ (CL) NT (BSI)1 ପେଣ୍ଟିକଷ୍ଟ ଦିନରେ ଖ୍ରୀଷ୍ଟ ବିଶ୍ୱାସୀ ସମସ୍ତେ ଗୋଟିଏ ସ୍ଥାନରେ ଏକତ୍ରିତ ହୋଇଥିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ପେଣ୍ଟିକଷ୍ଟ ଦିବସ ଉପସ୍ଥିତ ହୁଅନ୍ତେ, ସମସ୍ତେ ଏକ ସ୍ଥାନରେ ଏକାଠି ଥିଲେ। Viz kapitolaପବିତ୍ର ବାଇବଲ1 ଯେତେବେଳେ ପେଣ୍ଟିକଷ୍ଟ ଦିନ ଆସିଲା ସେମାନେ ସମସ୍ତେ ଗୋଟିଏ ସ୍ଥାନରେ ଏକାଠି ଜମା ହୋଇଥିଲେ। Viz kapitola |