Online Bible

- Reklamy -




ପ୍ରେରିତ 2:35 - ଓଡିଆ ବାଇବେଲ

35 ଅାମ୍ଭେ ଯେପର୍ଯ୍ୟନ୍ତ ତୁମ୍ଭର ଶତ୍ରୁମାନଙ୍କୁ ତୁମ୍ଭର ପାଦପୀଠ କରି ନାହୁଁ, ସେପର୍ଯ୍ୟନ୍ତ "ଆମ୍ଭର ଦକ୍ଷିଣରେ ବସିଥାଅ" ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

35 ଆମ୍ଭେ ଯେପର୍ଯ୍ୟନ୍ତ ତୁମ୍ଭର ଶତ୍ରୁମାନଙ୍କୁ ତୁମ୍ଭର ପାଦପୀଠ କରି ନାହୁଁ, ସେପର୍ଯ୍ୟନ୍ତ ଆମ୍ଭର ଦକ୍ଷିଣରେ ବସିଥାଅ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

35 ମୁଁ ତୁମର ଶତ୍ରୁମାନଙ୍କୁ ତୁମର ପାଦପୀଠ ନ କରିବା ପର୍ଯ୍ୟନ୍ତ, ମୋର ଦକ୍ଷିଣ ପାଖରେ ବସିଥାଅ।’

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

35 ‘ଆମ୍ଭେ ଯେପର୍ଯ୍ୟନ୍ତ ତୁମ୍ଭର ଶତ୍ରୁମାନଙ୍କୁ ତୁମ୍ଭର ପାଦପୀଠ କରି ନାହୁଁ, ସେପର୍ଯ୍ୟନ୍ତ ଆମ୍ଭର ଦକ୍ଷିଣରେ ବସିଥାଅ।’”

Viz kapitola kopírovat

ପବିତ୍ର ବାଇବଲ

35 ମୁଁ ତୁମ୍ଭର ଶତ୍ରୁମାନଙ୍କୁ ତୁମ୍ଭର ପାଦ ତଳକୁ ନ ଆଣିବା ପର୍ଯ୍ୟନ୍ତ ତୁମ୍ଭେ ମୋର ଡାହାଣ ପଟେ ବସିଥାଅ।’

Viz kapitola kopírovat




ପ୍ରେରିତ 2:35

Následuj nás:

Reklamy


Reklamy