ପ୍ରେରିତ 2:37 - ଓଡିଆ ବାଇବେଲ37 ଏହି କଥା ଶୁଣି ସେମାନଙ୍କର ହୃଦୟ ବିଦୀର୍ଣ୍ଣ ହୋଇଗଲା, ପୁଣି, ସେମାନେ ପିତର ଓ ଅବଶିଷ୍ଟ ପ୍ରେରିତମାନଙ୍କୁ କହିଲେ,ଭାଇମାନେ, ଆମ୍ଭେମାନେ କ'ଣ କରିବା ? Viz kapitolaପବିତ୍ର ବାଇବଲ (Re-edited) - (BSI)37 ଏହି କଥା ଶୁଣି ସେମାନଙ୍କ ହୃଦୟ ବିଦୀର୍ଣ୍ଣ ହୋଇଗଲା, ପୁଣି ସେମାନେ ପିତର ଓ ଅବଶିଷ୍ଟ ପ୍ରେରିତମାନଙ୍କୁ କହିଲେ, ଭାଇମାନେ, ଆମ୍ଭେମାନେ କଅଣ କରିବା? Viz kapitolaପବିତ୍ର ବାଇବଲ (CL) NT (BSI)37 ଲୋକମାନେ ଏହି କଥାସବୁ ଶୁଣି ଅତ୍ୟନ୍ତ ଉଦ୍ବିଗ୍ନ ହେଲେ ଏବଂ ପିତର ଓ ଅନ୍ୟ ପ୍ରେରିତ ଶିଷ୍ୟମାନଙ୍କୁ ପଚାରିଲେ, “ଭାଇମାନ, ଆମ୍ଭେମାନେ କ’ଣ କରିବା?” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT37 ଏହି କଥା ଶୁଣି ସେମାନଙ୍କର ହୃଦୟ ବିଦୀର୍ଣ୍ଣ ହୋଇଗଲା, ପୁଣି, ସେମାନେ ପିତର ଓ ଅବଶିଷ୍ଟ ପ୍ରେରିତମାନଙ୍କୁ କହିଲେ, ଭାଇମାନେ, ଆମ୍ଭେମାନେ କଅଣ କରିବା? Viz kapitolaପବିତ୍ର ବାଇବଲ37 ଲୋକମାନେ ଏପ୍ରକାର କଥା ଶୁଣି ବହୁତ ଦୁଃଖିତ ହେଲେ। ସେମାନେ ପିତର ଓ ଅନ୍ୟ ପ୍ରେରିତମାନଙ୍କୁ ପଗ୍ଭରିଲେ, “ଭାଇମାନେ, ଆମ୍ଭେ କ’ଣ କରିବା?” Viz kapitola |