Online Bible

- Reklamy -




ପ୍ରେରିତ 2:38 - ଓଡିଆ ବାଇବେଲ

38 ସେଥିରେ ପିତର ସେମାନଙ୍କୁ କହିଲେ, ଆପଣମାନେ ମନ ପରିବର୍ତ୍ତନ କରନ୍ତୁ, ଆଉ ନିଜ ନିଜ ପାପ କ୍ଷମା ନିମନ୍ତେ ପ୍ରତ୍ୟେକ ଜଣ ଯୀଶୁଖ୍ରୀଷ୍ଟଙ୍କ ନାମରେ ବାପ୍ତିଜିତ ହେଉନ୍ତୁ; ତାହାହେଲେ ଆପଣମାନେ ପବିତ୍ର ଆତ୍ମାଙ୍କର ଦାନ ପ୍ରାପ୍ତ ହେବେ ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

38 ତେଣୁ ପିତର ସେମାନଙ୍କୁ କହିଲେ, ଆପଣମାନେ ମନ ପରିବର୍ତ୍ତନ କରନ୍ତୁ, ଆଉ ନିଜ ନିଜ ପାପକ୍ଷମା ନିମନ୍ତେ ପ୍ରତ୍ୟେକ ଜଣ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ବାପ୍ତିଜିତ ହେଉନ୍ତୁ; ତାହାହେଲେ ଆପଣମାନେ ପବିତ୍ର ଆତ୍ମାଙ୍କର ଦାନ ପ୍ରାପ୍ତ ହେବେ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

38 ପିତର ସେମାନଙ୍କୁ ଉତ୍ତର ଦେଲେ, “ତୁମ୍ଭେମାନେ ପ୍ରତ୍ୟେକେ ପାପରୁ ବିମୁଖ ହୋଇ ତୁମ ପାପକ୍ଷମା ନିମନ୍ତେ ଯୀଶୁଖ୍ରୀଷ୍ଟଙ୍କ ନାମରେ ଜଳଦୀକ୍ଷା ଗ୍ରହଣ କର; ତାହାହେଲେ ତୁମ୍ଭେମାନେ ଈଶ୍ୱରଙ୍କ ଦାନ ପବିତ୍ରଆତ୍ମାଙ୍କୁ ପାଇବ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

38 ସେଥିରେ ପିତର ସେମାନଙ୍କୁ କହିଲେ, ଆପଣମାନେ “ମନ-ପରିବର୍ତ୍ତନ କରନ୍ତୁ, ଆଉ ନିଜ ନିଜ ପାପ କ୍ଷମା ନିମନ୍ତେ ପ୍ରତ୍ୟେକ ଜଣ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ବାପ୍ତିଜିତ ହେଉନ୍ତୁ; ତାହାହେଲେ ଆପଣମାନେ ପବିତ୍ର ଆତ୍ମାଙ୍କର ଦାନ ପ୍ରାପ୍ତ ହେବେ।

Viz kapitola kopírovat

ପବିତ୍ର ବାଇବଲ

38 ପିତର ସେମାନଙ୍କୁ କହିଲେ, “ତୁମ୍ଭେମାନେ ତୁମ୍ଭମାନଙ୍କର ହୃଦୟ ଓ ଜୀବନ ପରିବର୍ତ୍ତନ କର। ତୁମ୍ଭମାନଙ୍କ ମଧ୍ୟରୁ ପ୍ରତ୍ୟେକଙ୍କୁ ନିଜ ପାପ କ୍ଷମା ପାଇବା ନିମନ୍ତେ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ବାପ୍ତିସ୍ମ ନେବାକୁ ପଡ଼ିବ। ତେବେ ତୁମ୍ଭେମାନେ ପବିତ୍ରଆତ୍ମାର ଦାନ ପାଇବ।

Viz kapitola kopírovat




ପ୍ରେରିତ 2:38

Následuj nás:

Reklamy


Reklamy