ପ୍ରେରିତ 20:1 - ଓଡିଆ ବାଇବେଲ1 ସେହି ଗଣ୍ଡଗୋଳ ବନ୍ଦ ହେବା ପରେ ପାଉଲ ଶିଷ୍ୟମାନଙ୍କୁ ଡକାଇ ସେମାନଙ୍କୁ ଉତ୍ସାହ ଦେଲେ, ଆଉ ସେମାନଙ୍କଠାରୁ ବିଦାୟ ନେଇ ମାକିଦନିଆକୁ ଯିବା ନିମନ୍ତେ ପ୍ରସ୍ଥାନ କଲେ Viz kapitolaପବିତ୍ର ବାଇବଲ (Re-edited) - (BSI)1 ସେହି ଗଣ୍ତଗୋଳ ନିବୃତ୍ତ ହେବା ପରେ ପାଉଲ ଶିଷ୍ୟମାନଙ୍କୁ ଡକାଇ ସେମାନଙ୍କୁ ଉତ୍ସାହ ଦେଲେ, ଆଉ ସେମାନଙ୍କଠାରୁ ବିଦାୟ ଘେନି ମାକିଦନିଆକୁ ଯିବା ନିମନ୍ତେ ପ୍ରସ୍ଥାନ କଲେ। Viz kapitolaପବିତ୍ର ବାଇବଲ (CL) NT (BSI)1 ଗଣ୍ଡଗୋଳ ଅବସାନ ହେବା ପରେ ପାଉଲ ବିଶ୍ୱାସୀମାନଙ୍କୁ ଏକତ୍ରିତ କରାଇ ଉତ୍ସାହପୂର୍ଣ୍ଣ ବାଣୀ ଶୁଣାଇଲେ। ସେମାନଙ୍କଠାରୁ ବିଦାୟ ନେଇ ସେ ମାସିଦୋନିଆକୁ ଗଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ସେହି ଗଣ୍ଡଗୋଳ ବନ୍ଦ ହେବା ପରେ ପାଉଲ ଶିଷ୍ୟମାନଙ୍କୁ ଡକାଇ ସେମାନଙ୍କୁ ଉତ୍ସାହ ଦେଲେ, ଆଉ ସେମାନଙ୍କଠାରୁ ବିଦାୟ ନେଇ ମାକିଦନିଆକୁ ଯିବା ନିମନ୍ତେ ପ୍ରସ୍ଥାନ କଲେ। Viz kapitolaପବିତ୍ର ବାଇବଲ1 ଉତ୍ତେଜନା ଶାନ୍ତ ହେବା ପରେ ପାଉଲ ଯୀଶୁଙ୍କର ଶିଷ୍ୟମାନଙ୍କୁ ଡକାଇ ପାଠାଇଲେ ଓ ସେମାନଙ୍କୁ ଉତ୍ସାହିତ କଲେ। ତା'ପରେ ସେମାନଙ୍କଠାରୁ ବିଦାୟ ନେଇ ସେ ମାକିଦନିଆକୁ ଯାତ୍ରା କଲେ। Viz kapitola |