Online Bible

- Reklamy -




ପ୍ରେରିତ 20:19 - ଓଡିଆ ବାଇବେଲ

19 ଅଶ୍ରୁପାତ ସହିତ ସମ୍ପୂର୍ଣ୍ଣ ନମ୍ର ମନରେ ଯିହୂଦୀମାନଙ୍କର ନାନା ଷଡ଼ଯନ୍ତ୍ର ହେତୁ, ମୋତେ ଯେ ଯେ ପରୀକ୍ଷା ଘଟୁଥିଲା, ସେହି ସବୁ ମଧ୍ୟରେ କିପରି ପ୍ରଭୁଙ୍କ ସେବା କରୁଥିଲି,

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

19 ସମ୍ପୂର୍ଣ୍ଣ ନମ୍ର ମନରେ ଅଶ୍ରୁପାତ ସହିତ ଯିହୁଦୀ-ମାନଙ୍କର ନାନା ଷଡ଼ଯନ୍ତ୍ର ହେତୁ ମୋତେ ଯେ ଯେ ପରୀକ୍ଷା ଘଟୁଥିଲା, ସେହିସବୁ ମଧ୍ୟରେ କିପରି ପ୍ରଭୁଙ୍କ ସେବା କରୁଥିଲି,

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

19 ଇହୁଦୀମାନଙ୍କ ଷଡ଼ଯନ୍ତ୍ର ଲାଗି ମୋତେ ଯେଉଁ ସବୁ ଦୁଃଖକଷ୍ଟ ଭୋଗ କରିବାକୁ ପଡ଼ିଲା, ତା’ ଭିତରେ ମୁଁ ଈଶ୍ୱରଙ୍କ ସେବକ ରୂପେ ଅଶ୍ରୁପାତ କରି ନମ୍ରତାର ସହିତ ମୋର କାର୍ଯ୍ୟ କରି ଯାଇଛି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ଅଶ୍ରୁପାତ ସହିତ ସମ୍ପୂର୍ଣ୍ଣ ନମ୍ର ମନରେ ଯିହୁଦୀମାନଙ୍କର ନାନା ଷଡ଼ଯନ୍ତ୍ର ହେତୁ, ମୋତେ ଯେ ଯେ ପରୀକ୍ଷା ଘଟୁଥିଲା, ସେହିସବୁ ମଧ୍ୟରେ କିପରି ପ୍ରଭୁଙ୍କ ସେବା କରୁଥିଲି,

Viz kapitola kopírovat

ପବିତ୍ର ବାଇବଲ

19 ଯିହୂଦୀମାନେ ମୋ’ ବିରୁଦ୍ଧରେ ବହୁତ ଷଡ଼ଯନ୍ତ୍ର କରିଛନ୍ତି। ସେମାନେ ମୋତେ ବହୁତ ଅସୁବିଧାରେ ପକାଇଛନ୍ତି। ତଥାପି ମୁଁ ସମ୍ପୂର୍ଣ୍ଣ ନମ୍ରତାର ସହିତ ଅଶ୍ରୁପାତ କରି ପ୍ରଭୁଙ୍କର ସେବା କରିଛି।

Viz kapitola kopírovat




ପ୍ରେରିତ 20:19

Následuj nás:

Reklamy


Reklamy