Online Bible

- Reklamy -




ପ୍ରେରିତ 20:24 - ଓଡିଆ ବାଇବେଲ

24 କିନ୍ତୁ ମୁଁ ଯେପରି ମୋହର ନିରୁପିତ ପଥର ଶେଷ ଯାଏ ଦୌଡ଼ି ପାରେ, ଆଉ ଈଶ୍ୱରଙ୍କ ଅନୁଗ୍ରହର ସୁସମାଚାର ପକ୍ଷରେ ସାକ୍ଷ୍ୟ ଦେବା ନିମନ୍ତେ ଯୀଶୁଙ୍କଠାରୁ ଯେଉଁ ସେବାର କାର୍ଯ୍ୟ ପାଇଅଛି, ତାହା ଯେପରି ସମ୍ପୂର୍ଣ୍ଣ କରି ପାରେ, ଏଥିପାଇଁ ମୁଁ ଆପଣା ପ୍ରାଣକୁ ପ୍ରିୟ ଜ୍ଞାନ ନ କରି ତାହା ଛୋଟ ମନେ କରୁଅଛି ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

24 କିନ୍ତୁ ମୁଁ ଯେପରି ମୋହର ନିରୂପିତ ପଥର ଶେଷ ପର୍ଯ୍ୟନ୍ତ ଦୌଡ଼ି ପାରେ, ଆଉ ଈଶ୍ଵରଙ୍କ ଅନୁଗ୍ରହର ସୁସମାଚାର ପକ୍ଷରେ ସାକ୍ଷ୍ୟ ଦେବା ନିମନ୍ତେ ଯେଉଁ ସେବାର କାର୍ଯ୍ୟ ପ୍ରଭୁ ଯୀଶୁଙ୍କଠାରୁ ପାଇଅଛିଦ ତାହା ସଂପୂର୍ଣ୍ଣ କରି ପାରେ, ଏଥିପାଇଁ ମୁଁ ଆପଣା ପ୍ରାଣକୁ ପ୍ରିୟ ଜ୍ଞାନ ନ କରି ତାହା ନଗଣ୍ୟ ମନେ କରୁଅଛି।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

24 କିନ୍ତୁ ମୋ’ ପାଇଁ ମୋ’ ନିଜ ଜୀବନକୁ ମୁଁ ନଗଣ୍ୟ ମନେ କରେ। ଈଶ୍ୱରଙ୍କ ଅନୁଗ୍ରହ ବିଷୟରେ ପ୍ରଭୁ ଯୀଶୁ ଯେଉଁ ବାର୍ତ୍ତା ଘୋଷଣା କରିବା ପାଇଁ ମୋତେ ଦାୟିତ୍ୱ ଦେଇଛନ୍ତି, ତାହା ପୂରଣ କରି ମୋର ପ୍ରଚାର କାର୍ଯ୍ୟ ସଂପୂର୍ଣ୍ଣ କରିବି - ଏତିକି କେବଳ ମୋର ଇଚ୍ଛା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 କିନ୍ତୁ ମୁଁ ଯେପରି ମୋହର ନିରୂପିତ ପଥର ଶେଷ ଯାଏ ଦୌଡ଼ି ପାରେ, ଆଉ ଈଶ୍ବରଙ୍କ ଅନୁଗ୍ରହର ସୁସମାଚାର ପକ୍ଷରେ ସାକ୍ଷ୍ୟ ଦେବା ନିମନ୍ତେ ଯୀଶୁଙ୍କଠାରୁ ଯେଉଁ ସେବାର କାର୍ଯ୍ୟ ପାଇଅଛି, ତାହା ଯେପରି ସମ୍ପୂର୍ଣ୍ଣ କରିପାରେ, ଏଥିପାଇଁ ମୁଁ ଆପଣା ପ୍ରାଣକୁ ପ୍ରିୟ ଜ୍ଞାନ ନ କରି ତାହା ଛୋଟ ମନେ କରୁଅଛି।

Viz kapitola kopírovat

ପବିତ୍ର ବାଇବଲ

24 କିନ୍ତୁ, ମୁଁ ପ୍ରଭୁ ଯୀଶୁଙ୍କଠାରୁ ପରମେଶ୍ୱରଙ୍କ ଅନୁଗ୍ରହଜନକ ସୁସମାଗ୍ଭର ଘୋଷଣା କରିବାର ଯେଉଁ କାର୍ଯ୍ୟ ଓ ସେବା ପଦ ପାଇଅଛି, ତାହା ସମ୍ପୂର୍ଣ୍ଣ କରିବା ନିମନ୍ତେ ପ୍ରାଣପଣେ ଚେଷ୍ଟା କରୁଛି। ଏଥିପାଇଁ ମୋ’ ନିଜର ଜୀବନକୁ ନିତାନ୍ତ ମୂଲ୍ୟହୀନ ମଣୁଅଛି।

Viz kapitola kopírovat




ପ୍ରେରିତ 20:24

Následuj nás:

Reklamy


Reklamy