ପ୍ରେରିତ 20:29 - ଓଡିଆ ବାଇବେଲ29 ମୋହର ପ୍ରସ୍ଥାନ ପରେ ନିଷ୍ଠୁର ବାଘଗୁଡ଼ାକ ଯେ ତୁମ୍ଭମାନଙ୍କ ମଧ୍ୟରେ ପ୍ରବେଶ କରି ପଲ ପ୍ରତି ଦୟାହୀନ ବ୍ୟବହାର କରିବେ, Viz kapitolaପବିତ୍ର ବାଇବଲ (Re-edited) - (BSI)29 ମୋର ପ୍ରସ୍ଥାନ ପରେ ଦୂର; ବାଘଗୁଡ଼ାକ ଯେ ତୁମ୍ଭମାନଙ୍କ ମଧ୍ୟରେ ପ୍ରବେଶ କରି ପଲ ପ୍ରତି ନିର୍ଦ୍ଦୟ ବ୍ୟବହାର କରିବେ, Viz kapitolaପବିତ୍ର ବାଇବଲ (CL) NT (BSI)29 ମୁଁ ଜାଣେ, ମୁଁ ଯିବା ପରେ ତୁମ ମଧ୍ୟକୁ ଭୟଙ୍କର ହେଟା ବାଘମାନେ ଆସିବେ ଓ ପଲକୁ କ୍ଷତବିକ୍ଷତ ନ କରି ଛାଡ଼ିବେ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ମୋହର ପ୍ରସ୍ଥାନ ପରେ ନିଷ୍ଠୁର ବାଘଗୁଡ଼ାକ ଯେ ତୁମ୍ଭମାନଙ୍କ ମଧ୍ୟରେ ପ୍ରବେଶ କରି ପଲ ପ୍ରତି ଦୟାହୀନ ବ୍ୟବହାର କରିବେ, Viz kapitolaପବିତ୍ର ବାଇବଲ29 ମୁଁ ଜାଣେ, ମୋ’ ଗଲାପରେ ଜଙ୍ଗଲୀ ଗଧିଆ ତୁମ୍ଭମାନଙ୍କ ମଧ୍ୟକୁ ଆସିବେ। ସେମାନେ ଏହି ମେଷ ପଲକୁ ନଷ୍ଟ କରିବା ପାଇଁ ଚେଷ୍ଟା କରିବେ। Viz kapitola |