Online Bible

- Reklamy -




ପ୍ରେରିତ 20:31 - ଓଡିଆ ବାଇବେଲ

31 ଅତଏବ ତୁମ୍ଭେମାନେ ଜାଗି ରୁହ, ଆଉ ମୁଁ ତିନି ବର୍ଷ ପର୍ଯ୍ୟନ୍ତ ଦିବାରାତ୍ର ଲୋତକ ସହିତ ପ୍ରତ୍ୟେକ ଜଣକୁ ଚେତନା ଦେବାକୁ ଯେ ବନ୍ଦ କରି ନ ଥିଲି, ଏହା ମନେ ପକାଅ ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

31 ଅତଏବ, ତୁମ୍ଭେମାନେ ଜାଗି ରହୁ, ଆଉ ମୁଁ ତିନି ବର୍ଷ ପର୍ଯ୍ୟନ୍ତ ଦିବାରାତ୍ର ଅଶ୍ରୁପାତ ସହିତ ପ୍ରତ୍ୟେକ ଜଣକୁ ଚେତନା ଦେବାକୁ ଯେ କ୍ଷା; ହୋଇ ନ ଥିଲି, ଏହା ସ୍ମରଣ କର।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

31 ସେତେବେଳେ ସତର୍କ ରୁହ, ମୁଁ ଯେ ଦିନ ରାତି ଅଶ୍ରୁ ଢାଳି ତିନି ବର୍ଷ ପର୍ଯ୍ୟନ୍ତ ତୁମ ପ୍ରତ୍ୟେକଙ୍କୁ ଶିକ୍ଷା ଦେଇଛି, ଏ କଥା ସ୍ମରଣରେ ରଖ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 ଅତଏବ ତୁମ୍ଭେମାନେ ଜାଗି ରୁହ, ଆଉ ମୁଁ ତିନି ବର୍ଷ ପର୍ଯ୍ୟନ୍ତ ଦିବାରାତ୍ର ଲୋତକ ସହିତ ପ୍ରତ୍ୟେକ ଜଣକୁ ଚେତନା ଦେବାକୁ ଯେ ବନ୍ଦ କରି ନ ଥିଲି, ଏହା ମନେ ପକାଅ।

Viz kapitola kopírovat

ପବିତ୍ର ବାଇବଲ

31 ତେଣୁ ତୁମ୍ଭେମାନେ ସାବଧାନ ହୋଇ ରୁହ। ତୁମ୍ଭେମାନେ ମନେପକାଅ ଯେ, ମୁଁ ତିନି ବର୍ଷ ପର୍ଯ୍ୟନ୍ତ ତୁମ୍ଭମାନଙ୍କ ପାଖରେ ରହି ଆଖିର ଲୁହରେ ପ୍ରତ୍ୟେକଙ୍କୁ ଦିନରାତି ସତର୍କ ବାଣୀ ଶୁଣାଇ ଥିଲି।

Viz kapitola kopírovat




ପ୍ରେରିତ 20:31

Následuj nás:

Reklamy


Reklamy