Online Bible

- Reklamy -




ପ୍ରେରିତ 20:34 - ଓଡିଆ ବାଇବେଲ

34 ମୋର ଏହି ହାତ ଦୁଇଟି ଯେ ମୋହର ଓ ମୋ ସଙ୍ଗୀମାନଙ୍କର ଅଭାବ ପୁରଣ ନିମନ୍ତେ ସେବା କରି ଆସୁଛି, ନିଜେ ଏହା ତୁମ୍ଭେମାନେ ଜାଣ ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

34 ଏହି ହାତ ଦୁଇଟି ଯେ ମୋର ଓ ମୋʼ ସଙ୍ଗୀ-ମାନଙ୍କର ଅଭାବ ପୂରଣ ନିମନ୍ତେ ସେବା କରି ଆସୁଅଛି, ଏହା ତୁମ୍ଭେମାନେ ନିଜେ ଜାଣ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

34 ତୁମ୍ଭେମାନେ ଜାଣ, ମୁଁ ମୋର ଏହି ଦୁଇ ହାତରେ ପରିଶ୍ରମ କରି ନିଜର ଓ ମୋ’ ସହକର୍ମୀମାନଙ୍କର ସମସ୍ତ ଆବଶ୍ୟକତା ପୂରଣ କରିଛି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

34 ମୋହର ଏହି ହାତ ଦୁଇଟି ଯେ ମୋହର ଓ ମୋ ସଙ୍ଗୀମାନଙ୍କର ଅଭାବ ପୂରଣ ନିମନ୍ତେ ସେବା କରିଆସୁଅଛି, ନିଜେ ଏହା ତୁମ୍ଭେମାନେ ଜାଣ।

Viz kapitola kopírovat

ପବିତ୍ର ବାଇବଲ

34 ତୁମ୍ଭେମାନେ ଜାଣିଛ ଯେ, ମୁଁ ନିଜେ ମୋର ଓ ମୋ’ ସହିତ ରହିଥିବା ଲୋକମାନଙ୍କର ଆବଶ୍ୟକତା ପୂରଣ କରିବା ପାଇଁ ନିଜ ହାତରେ କାର୍ଯ୍ୟ କରିଛି।

Viz kapitola kopírovat




ପ୍ରେରିତ 20:34

Následuj nás:

Reklamy


Reklamy