Online Bible

- Reklamy -




ପ୍ରେରିତ 20:6 - ଓଡିଆ ବାଇବେଲ

6 ଆଉ, ଖମୀରଶୂନ୍ୟ ରୁଟିର ପର୍ବ ପରେ ଆମ୍ଭେମାନେ ଜାହାଜରେ ଚଢ଼ି ଫିଲିପ୍ପୀରୁ ଯାତ୍ରା କଲୁ, ପୁଣି, ପାଞ୍ଚ ଦିନରେ ତ୍ରୋୟାରେ ସେମାନଙ୍କ ନିକଟକୁ ଆସିଲୁ; ଆମ୍ଭେମାନେ ସେହି ସ୍ଥାନରେ ସାତ ଦିନ ରହିଲୁ ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

6 ଆଉ, ଖମୀରଶୂନ୍ୟ ରୋଟୀର ପର୍ବ ପରେ ଆମ୍ଭେମାନେ ଜାହାଜରେ ଚଢ଼ି ଫିଲିପ୍‍ପୀରୁ ଯାତ୍ରା କଲୁ, ପୁଣି ପାଞ୍ଚ ଦିନରେ ତ୍ରୋୟାରେ ସେମାନଙ୍କ ନିକଟକୁ ଆସିଲୁ; ସେହି ସ୍ଥାନରେ ଆମ୍ଭେମାନେ ସାତ ଦିନ ରହିଲୁ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

6 ଖମୀରଶୂନ୍ୟ ରୋଟୀ ପର୍ବ ପରେ ଆମେ ଫିଲିପ୍ପୀରୁ ଜଳଯାତ୍ରା କରି ପାଞ୍ଚ ଦିନ ପରେ ତ୍ରୋୟାରେ ସେମାନଙ୍କ ସହିତ ଯୋଗ ଦେଲୁ ଓ ସେଠାରେ ଏକ ସପ୍ତାହ ଅତିବାହିତ କଲୁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଆଉ, ଖମୀରଶୂନ୍ୟ ରୁଟିର ପର୍ବ ପରେ ଆମ୍ଭେମାନେ ଜାହାଜରେ ଚଢ଼ି ଫିଲିପ୍ପୀ ସହରରୁ ଯାତ୍ରା କଲୁ, ପୁଣି, ପାଞ୍ଚ ଦିନରେ ତ୍ରୋୟାରେ ସେମାନଙ୍କ ନିକଟକୁ ଆସିଲୁ; ଆମ୍ଭେମାନେ ସେହି ସ୍ଥାନରେ ସାତ ଦିନ ରହିଲୁ।

Viz kapitola kopírovat

ପବିତ୍ର ବାଇବଲ

6 ଖମୀରବିହୀନ ରୋଟୀର ପର୍ବ ପରେ ଆମ୍ଭେ ଫିଲି‌ପ୍‌ପୀ ନଗରରୁ ଜଳପଥରେ ସେମାନଙ୍କ ପାଖରେ ତ୍ରୋୟାରେ ପହଞ୍ଚିଲୁ। ଆମ୍ଭେ ସେଠାରେ ସାତ ଦିନ ପର୍ଯ୍ୟନ୍ତ ରହିଲୁ।

Viz kapitola kopírovat




ପ୍ରେରିତ 20:6

Následuj nás:

Reklamy


Reklamy