ପ୍ରେରିତ 21:13 - ଓଡିଆ ବାଇବେଲ13 ପାଉଲ ସେଥିରେ ଉତ୍ତର ଦେଲେ, ତୁମ୍ଭେମାନେ କ୍ରନ୍ଦନ କରି ଓ ମୋହର ହୃଦୟକୁ ବିଦୀର୍ଣ୍ଣ କରି କ'ଣ କରୁଅଛ? କାରଣ ମୁଁ ପ୍ରଭୁ ଯୀଶୁଙ୍କ ନାମ ନିମନ୍ତେ ଯିରୂଶାଲମରେ କେବଳ ବନ୍ଧା ହେବାକୁ ପ୍ରସ୍ତୁତ, ତାହା ନୁହେଁ, ମାତ୍ର ମରିବାକୁ ସୁଦ୍ଧା ପ୍ରସ୍ତୁତ ଅଛି । Viz kapitolaପବିତ୍ର ବାଇବଲ (Re-edited) - (BSI)13 ସେଥିରେ ପାଉଲ ଉତ୍ତର ଦେଲେ, ତୁମ୍ଭେମାନେ କ୍ରନ୍ଦନ କରି ଓ ମୋହର ହୃଦୟକୁ ବିଦୀର୍ଣ୍ଣ କରି କʼଣ କରୁଅଛ? କାରଣ ମୁଁ ପ୍ରଭୁ ଯୀଶୁଙ୍କ ନାମ ନିମନ୍ତେ ଯିରୂଶାଲମରେ କେବଳ ବନ୍ଧା ହେବାକୁ ପ୍ରସ୍ତୁତ, ତାହା ନୁହେଁ, ମାତ୍ର ମରିବାକୁ ସୁଦ୍ଧା ପ୍ରସ୍ତୁତ ଅଛି। Viz kapitolaପବିତ୍ର ବାଇବଲ (CL) NT (BSI)13 କିନ୍ତୁ ସେ ଉତ୍ତର ଦେଲେ, “ତୁମ୍ଭେମାନେ ଏ କ’ଣ କରୁଛ, କାହିଁକି ଏପରି କ୍ରନ୍ଦନ କରି ମୋ’ ହୃଦୟକୁ ବିଦୀର୍ଣ୍ଣ କରୁଛ? ଯିରୂଶାଲମରେ କେବଳ ବନ୍ଧା ହେବା ପାଇଁ ନୁହେଁ, କିନ୍ତୁ ପ୍ରଭୁ ଯୀଶୁଙ୍କ ପାଇଁ ମୃତ୍ୟୁଭୋଗ କରିବା ପାଇଁ ମଧ୍ୟ ମୁଁ ପ୍ରସ୍ତୁତ ଅଛି।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ପାଉଲ ସେଥିରେ ଉତ୍ତର ଦେଲେ, ତୁମ୍ଭେମାନେ କ୍ରନ୍ଦନ କରି ଓ ମୋହର ହୃଦୟକୁ ବିଦୀର୍ଣ୍ଣ କରି କଅଣ କରୁଅଛ? କାରଣ ମୁଁ ପ୍ରଭୁ ଯୀଶୁଙ୍କ ନାମ ନିମନ୍ତେ ଯିରୂଶାଲମ ସହରରେ କେବଳ ବନ୍ଧା ହେବାକୁ ପ୍ରସ୍ତୁତ, ତାହା ନୁହେଁ, ମାତ୍ର ମରିବାକୁ ସୁଦ୍ଧା ପ୍ରସ୍ତୁତ ଅଛି। Viz kapitolaପବିତ୍ର ବାଇବଲ13 କିନ୍ତୁ ପାଉଲ କହିଲେ, “ତୁମ୍ଭେମାନେ କାହିଁକି କାନ୍ଦୁଛ? ତୁମ୍ଭେମାନେ କାହିଁକି ଏପରି ମୋତେ ଦୁଃଖିତ କରୁଛ? ଯିରୁଶାଲମରେ ମୁଁ ବନ୍ଧା ହେବା ପାଇଁ ଯେ କେବଳ ପ୍ରସ୍ତୁତ ଅଛି, ତାହା ନୁହେଁ, ମାତ୍ର ମୁଁ ପ୍ରଭୁ ଯୀଶୁଙ୍କ ନାମରେ ମରିବା ପାଇଁ ମଧ୍ୟ ପ୍ରସ୍ତୁତ ଅଛି।” Viz kapitola |