ପ୍ରେରିତ 21:21 - ଓଡିଆ ବାଇବେଲ21 ପୁଣି, ଅଣଯିହୂଦୀମାନଙ୍କ ମଧ୍ୟରେ ବାସକାରୀ ସମସ୍ତ ଯିହୂଦୀଙ୍କ ନିଜ ନିଜ ଶିଶୁମାନଙ୍କୁ ସୁନ୍ନତ ନ କରିବାକୁ ଓ ବିଧିବିଧାନ ଅନୁସାରେ ନ ଚଳିବାକୁ କହି, ମୋଶାଙ୍କ ବ୍ୟବସ୍ଥା ପରିତ୍ୟାଗ କରିବା ନିମନ୍ତେ ତୁମ୍ଭେ ଯେ ସେମାନଙ୍କୁ ଶିକ୍ଷା ଦେଇଥାଅ, ତୁମ୍ଭ ବିଷୟରେ ଏହି ସମ୍ବାଦ ସେମାନେ ଦେଇଅଛନ୍ତି । Viz kapitolaପବିତ୍ର ବାଇବଲ (Re-edited) - (BSI)21 ପୁଣି, ବିଜାତିମାନଙ୍କ ମଧ୍ୟରେ ବାସକାରୀ ସମସ୍ତ ଯିହୁଦୀଙ୍କି ଆପଣା ଆପଣା ଶିଶୁମାନଙ୍କୁ ସୁନ୍ନତ ନ କରିବାକୁ ଓ ବିଧିବିଧାନ ଅନୁସାରେ ନ ଚଳିବାକୁ କହି ମୋଶାଙ୍କ ବ୍ୟବସ୍ଥା ପରିତ୍ୟାଗ କରିବା ନିମନ୍ତେ ତୁମ୍ଭେ ଯେ ସେମାନଙ୍କୁ ଶିକ୍ଷା ଦେଇଥାଅ, ତୁମ୍ଭ ବିଷୟରେ ସେମାନେ ଏହି ସମ୍ଵାଦ ପାଇଅଛନ୍ତି। Viz kapitolaପବିତ୍ର ବାଇବଲ (CL) NT (BSI)21 ସେମାନେ ଖବର ପାଇଛନ୍ତି ଯେ, ଆପଣ ଅଣଇହୁଦୀମାନଙ୍କ ଦେଶରେ ବାସ କରୁଥିବା ଇହୁଦୀମାନଙ୍କୁ ମୋଶାଙ୍କ ବ୍ୟବସ୍ଥା ପରିତ୍ୟାଗ କରିବାକୁ, ସେମାନଙ୍କର ଶିଶୁମାନଙ୍କୁ ସୁନ୍ନତ ନ କରିବାକୁ ଓ ଇହୁଦୀ ରୀତିନୀତି ପାଳନ ନ କରିବାକୁ ଶିକ୍ଷା ଦେଉଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ପୁଣି, ଅଣଯିହୁଦୀମାନଙ୍କ ମଧ୍ୟରେ ବାସକାରୀ ସମସ୍ତ ଯିହୁଦୀଙ୍କ ନିଜ ନିଜ ଶିଶୁମାନଙ୍କୁ ସୁନ୍ନତ ନ କରିବାକୁ ଓ ବିଧିବିଧାନ ଅନୁସାରେ ନ ଚଳିବାକୁ କହି, ମୋଶାଙ୍କ ବ୍ୟବସ୍ଥା ପରିତ୍ୟାଗ କରିବା ନିମନ୍ତେ ତୁମ୍ଭେ ଯେ ସେମାନଙ୍କୁ ଶିକ୍ଷା ଦେଇଥାଅ, ତୁମ୍ଭ ବିଷୟରେ ଏହି ସମ୍ବାଦ ସେମାନେ ପାଇଅଛନ୍ତି। Viz kapitolaପବିତ୍ର ବାଇବଲ21 ସେମାନେ ତୁମ୍ଭ ବିଷୟରେ ଶୁଣିଛନ୍ତି ଯେ, ତୁମ୍ଭେ ଅଣଯିହୂଦୀମାନଙ୍କ ଦେଶରେ ରହୁଥିବା ଯିହୂଦୀମାନଙ୍କୁ, ମୋଶାଙ୍କର ବ୍ୟବସ୍ଥା ତ୍ୟାଗ କରିବା ପାଇଁ ଶିକ୍ଷା ଦେଉଛ। ତୁମ୍ଭେ ସେମାନଙ୍କୁ ସେମାନଙ୍କର ପିଲାମାନଙ୍କର ସୁନ୍ନତ ନ କରିବା ପାଇଁ ଓ ଯିହୂଦୀ ରୀତିନୀତି ଗୁଡ଼ିକୁ ନ ମାନିବା ପାଇଁ ଶିକ୍ଷା ଦେଇଛ। Viz kapitola |