ପ୍ରେରିତ 21:29 - ଓଡିଆ ବାଇବେଲ29 କାରଣ ପୂର୍ବେ ସେମାନେ ନଗର ମଧ୍ୟରେ ପାଉଲଙ୍କ ସାଙ୍ଗରେ ଏଫିସର ତ୍ରଫିମଙ୍କୁ ଦେଖିଥିଲେ, ଆଉ ପାଉଲ ହିଁ ତାହାଙ୍କୁ ମନ୍ଦିର ଭିତରକୁ ଆଣିଥିବେ ବୋଲି ଅନୁମାନ କରୁଥିଲେ । Viz kapitolaପବିତ୍ର ବାଇବଲ (Re-edited) - (BSI)29 କାରଣ ସେମାନେ ପୂର୍ବେ ନଗର ମଧ୍ୟରେ ଏଫିସର ତ୍ରଫିମଙ୍କୁ ପାଉଲଙ୍କ ସାଙ୍ଗରେ ଦେଖିଥିଲେ, ଆଉ ସେ ତାଙ୍କୁ ମନ୍ଦିର ଭିତରକୁ ଆଣିବେ ବୋଲି ଅନୁମାନ କରୁଥିଲେ। Viz kapitolaପବିତ୍ର ବାଇବଲ (CL) NT (BSI)29 (ସେମାନେ ନଗରରେ ଏଫିସସ୍ର ତ୍ରଫିମଙ୍କୁ ପାଉଲଙ୍କ ସହିତ ଦେଖିଥିବାରୁ ଭାବିଲେ ଯେ, ପାଉଲ ତାଙ୍କୁ ମନ୍ଦିରକୁ ନେଇଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 କାରଣ ପୂର୍ବେ ସେମାନେ ନଗର ମଧ୍ୟରେ ପାଉଲଙ୍କ ସାଙ୍ଗରେ ଏଫିସବାସୀ ତ୍ରଫିମଙ୍କୁ ଦେଖିଥିଲେ, ଆଉ ପାଉଲ ହିଁ ତାହାଙ୍କୁ ମନ୍ଦିର ଭିତରକୁ ଆଣିଥିବେ ବୋଲି ଅନୁମାନ କରୁଥିଲେ। Viz kapitolaପବିତ୍ର ବାଇବଲ29 ସେମାନେ ଆଗରୁ ଏଫିସର ତ୍ରଫିମ ସହିତ ପାଉଲଙ୍କୁ ଦେଖିଥିଲେ। ତ୍ରଫିମ ଜଣେ ଗ୍ରୀକ୍ ଲୋକ ଥିଲେ। ତେଣୁ ସେମାନେ ଅନୁମାନ କରିନେଲେ ଯେ, ପାଉଲ ତାହାଙ୍କୁ ମନ୍ଦିରକୁ ଆଣିଥିବେ। Viz kapitola |