Online Bible

- Reklamy -




ପ୍ରେରିତ 21:40 - ଓଡିଆ ବାଇବେଲ

40 ସେ ଅନୁମତି ଦେବାରୁ ପାଉଲ ସୋପାନରେ ଠିଆ ହୋଇ ଲୋକମାନଙ୍କୁ ହସ୍ତ ଦ୍ୱାରା ସଂକେତ କଲେ; ଆଉ ସମସ୍ତେ ନିରବ ହେଲା ଉତ୍ତାରେ ସେ ଏବ୍ରୀ ଭାଷାରେ ସେମାନଙ୍କୁ କହିବାକୁ ଲାଗିଲେ,

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

40 ସେ ଅନୁମତି ଦେବାରୁ ପାଉଲ ସୋପାନରେ ଠିଆ ହୋଇ ଲୋକମାନଙ୍କୁ ହସ୍ତ ଦ୍ଵାରା ସଙ୍କେତ କଲେ; ଆଉ, ସମସ୍ତେ ନୀରବ ହେଲା ଉତ୍ତାରେ ସେ ଏବ୍ରୀ ଭାଷାରେ ସେମାନଙ୍କୁ କହିବାକୁ ଲାଗିଲେ,

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

40 ସେନାପତି ତାଙ୍କୁ ଅନୁମତି ଦେବାରୁ ପାଉଲ ପାହାଚ ଉପରେ ଛିଡ଼ା ହୋଇ ଲୋକମାନଙ୍କୁ ନୀରବ ରହିବା ପାଇଁ ହାତଟେକି ସଙ୍କେତ ଦେଲେ। ସେମାନେ ନୀରବ ହେବା ପରେ ପାଉଲ ହିବ୍ରୁ ଭାଷାରେ କହିଲେ:

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

40 ସେ ଅନୁମତି ଦେବାରୁ ପାଉଲ ସୋପାନରେ ଠିଆ ହୋଇ ଲୋକମାନଙ୍କୁ ହସ୍ତ ଦ୍ୱାରା ସଙ୍କେତ କଲେ; ଆଉ ସମସ୍ତେ ନୀରବ ହେଲା ଉତ୍ତାରେ ସେ ଏବ୍ରୀ ଭାଷାରେ ସେମାନଙ୍କୁ କହିବାକୁ ଲାଗିଲେ,

Viz kapitola kopírovat

ପବିତ୍ର ବାଇବଲ

40 ପାଉଲ ସେନାପତିଙ୍କଠାରୁ ଅନୁମତି ପାଇ ପାହାଚ ଉପରେ ଠିଆ ହୋଇଗଲେ। ସେ ଲୋକମାନଙ୍କୁ ହାତରେ ସଙ୍କେତ କରିବା ହେତୁ ସମସ୍ତେ ଅତି ଶାନ୍ତ ହୋଇଗଲେ। ତା'ପରେ ସେ ଏବ୍ରୀ ଭାଷାରେ କହିଲେ।

Viz kapitola kopírovat




ପ୍ରେରିତ 21:40

Následuj nás:

Reklamy


Reklamy