ପ୍ରେରିତ 22:11 - ଓଡିଆ ବାଇବେଲ11 ମୁଁ ସେହି ଆଲୋକର ତେଜ ହେତୁ ଦେଖି ନ ପାରିବାରୁ, ମୋ ସାଙ୍ଗରେ ଥିବା ଲୋକମାନଙ୍କ ଦ୍ୱାରା ଚାଳିତ ହୋଇ ଦମ୍ମେସକକୁ ଆସିଲି । Viz kapitolaପବିତ୍ର ବାଇବଲ (Re-edited) - (BSI)11 ସେହି ଆଲୋକର ତେଜ ହେତୁ ମୁଁ ଦେଖି ନ ପାରିବାରୁ ମୋʼ ସାଙ୍ଗରେ ଥିବା ଲୋକମାନଙ୍କ ଦ୍ଵାରା ଚାଳିତ ହୋଇ ଦାମାସ୍କସ୍କୁ ଆସିଲି। Viz kapitolaପବିତ୍ର ବାଇବଲ (CL) NT (BSI)11 ଆଲୋକର ପ୍ରଖର ତେଜରେ ମୁଁ ଅନ୍ଧ ହୋଇ ଯାଇଥିଲି। ସେଥିପାଇଁ ମୋର ସହଯାତ୍ରୀମାନେ ମୋ’ ହାତ ଧରି ମୋତେ ଦାମାସ୍କସ୍କୁ ନେଇଗଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ମୁଁ ସେହି ଆଲୋକର ତେଜ ହେତୁ ଦେଖି ନ ପାରିବାରୁ, ମୋ ସାଙ୍ଗରେ ଥିବା ଲୋକମାନଙ୍କ ଦ୍ୱାରା ଚାଳିତ ହୋଇ ଦମ୍ମେଶକକୁ ଆସିଲି। Viz kapitolaପବିତ୍ର ବାଇବଲ11 ମୁଁ କିଛି ଦେଖି ପାରୁ ନ ଥିଲି, କାରଣ ସେହି ଆଲୋକର ତେଜ ମୋତେ ଅନ୍ଧ କରି ପକାଇଥିଲା। ସେଥିପାଇଁ ମୋର ବନ୍ଧୁମାନେ ମୋ’ ହାତ ଧରି ଦମ୍ମେସକ ନେଇଗଲେ। Viz kapitola |