ପ୍ରେରିତ 22:13 - ଓଡିଆ ବାଇବେଲ13 ମୋ' ନିକଟକୁ ଆସି ପାଖରେ ଠିଆ ହୋଇ ମୋତେ କହିଲେ, ଭାଇ ଶାଉଲ, ଦୃଷ୍ଟିପ୍ରାପ୍ତ ହୁଅ । ସେହି ମୁହୁର୍ତ୍ତରେ ମୁଁ ତାହାଙ୍କ ପ୍ରତି ଦୃଷ୍ଟିପାତ କଲି । Viz kapitolaପବିତ୍ର ବାଇବଲ (Re-edited) - (BSI)13 ମୋʼ ନିକଟକୁ ଆସି ପାଖରେ ଠିଆ ହୋଇ ମୋତେ କହିଲେ, ଶାଉଲ ଭାଇ, ଦୃଷ୍ଟି ପ୍ରାପ୍ତ ହୁଅ। ସେହି ମୁହୂର୍ତ୍ତରେ ମୁଁ ତାହାଙ୍କ ପ୍ରତି ଦୃଷ୍ଟିପାତ କଲି। Viz kapitolaପବିତ୍ର ବାଇବଲ (CL) NT (BSI)13 ସେ ମୋ’ ପାଖକୁ ଆସି ମୋ’ ନିକଟରେ ଠିଆ ହୋଇ କହିଲେ, ‘ଭାଇ ଶାଉଲ, ତୁମର ଦୃଷ୍ଟିଶକ୍ତି ଫେରିପାଅ।’ ଠିକ୍ ସେହି ମୁହୂର୍ତ୍ତରେ ମୁଁ ପୁନର୍ବାର ଦୃଷ୍ଟିଶକ୍ତି ପାଇ ତାଙ୍କୁ ଦେଖିପାରିଲି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ମୋʼ ନିକଟକୁ ଆସି ପାଖରେ ଠିଆ ହୋଇ ମୋତେ କହିଲେ, ଭାଇ ଶାଉଲ, ଦୃଷ୍ଟିପ୍ରାପ୍ତ ହୁଅ। ସେହି ମୁହୂର୍ତ୍ତରେ ମୁଁ ତାହାଙ୍କ ପ୍ରତି ଦୃଷ୍ଟିପାତ କଲି। Viz kapitolaପବିତ୍ର ବାଇବଲ13 ହନନିୟ ମୋ’ ପାଖରେ ଆସି ଠିଆ ହୋଇ କହିଲେ, ‘ହେ ଭାଇ ଶାଉଲ, ତୁମ୍ଭେ ପୁଣି ଥରେ ଦେଖିବାକୁ ପାଅ।’ ମୁଁ ସେହି ମୁହୂର୍ତ୍ତରେ ତାହାଙ୍କୁ ଦେଖି ପାରିଲି। Viz kapitola |