ପ୍ରେରିତ 22:16 - ଓଡିଆ ବାଇବେଲ16 ଆଉ ତୁମ୍ଭେ ଏବେ କାହିଁକି ବିଳମ୍ବ କରୁଅଛ ? ଉଠ, ବାପ୍ତିଜିତ ହୁଅ, ପୁଣି, ତାହାଙ୍କ ନାମରେ ପ୍ରାର୍ଥନା କରି ନିଜ ପାପସବୁ ଧୋଇ ପକାଅ । Viz kapitolaପବିତ୍ର ବାଇବଲ (Re-edited) - (BSI)16 ଆଉ, ଏବେ ତୁମ୍ଭେ କାହିଁକି ବିଳମ୍ଵ କରୁଅଛ? ଉଠ, ବାପ୍ତିଜିତ ହୁଅ, ପୁଣି ତାହାଙ୍କ ନାମରେ ପ୍ରାର୍ଥନା କରି ଆପଣା ପାପସବୁ ଧୋଇ ପକାଅ। Viz kapitolaପବିତ୍ର ବାଇବଲ (CL) NT (BSI)16 ଆଉ କାହିଁକି ବିଳମ୍ବ କରୁଛ? ଆସ, ଜଳଦୀକ୍ଷା ଗ୍ରହଣ କର ଓ ତାଙ୍କଠାରେ ପ୍ରାର୍ଥନା କରିବା ଦ୍ୱାରା ତୁମର ପାପ ସବୁ ପ୍ରକ୍ଷାଳିତ ହେଉ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଆଉ ତୁମ୍ଭେ ଏବେ କାହିଁକି ବିଳମ୍ବ କରୁଅଛ? ଉଠ, ବାପ୍ତିଜିତ ହୁଅ, ପୁଣି, ତାହାଙ୍କ ନାମରେ ପ୍ରାର୍ଥନା କରି ନିଜ ପାପସବୁ ଧୋଇ ପକାଅ। Viz kapitolaପବିତ୍ର ବାଇବଲ16 ତୁମ୍ଭେ ବର୍ତ୍ତମାନ ଆଉ ଅପେକ୍ଷା କର ନାହିଁ। ଶୀଘ୍ର ଉଠ ଓ ବାପ୍ତିଜିତ ହୁଅ ଏବଂ ଯୀଶୁଙ୍କ ନାମରେ ତୁମ୍ଭର ପାପରୁ ଧୋଇ ହୁଅ।’ Viz kapitola |