Online Bible

- Reklamy -




ପ୍ରେରିତ 22:23 - ଓଡିଆ ବାଇବେଲ

23 ପୁଣି, ଯେତେବେଳେ ସେମାନେ ଚିତ୍କାର କରି ନିଜ ନିଜ ବସ୍ତ୍ର ଫୋପାଡ଼ି ଆକାଶ ଆଡ଼କୁ ଧୂଳି ପକାଇବାକୁ ଲାଗିଲେ,

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

23 ଆଉ, ଯେତେବେଳେ ସେମାନେ ଚିତ୍କାର କରି ଆପଣା ଆପଣା ବସ୍ତ୍ର ଫୋପାଡ଼ି ଆକାଶ ଆଡ଼କୁ ଧୂଳି ପକାଇବାକୁ ଲାଗିଲେ,

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

23 ସେମାନେ ଚିକ୍ରାର କରୁଥିଲେ, ଲୁଗା ଉଡ଼ାଇ ଥିଲେ ଓ ଉପରକୁ ଧୂଳି ଫିଙ୍ଗୁଥିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ପୁଣି, ଯେତେବେଳେ ସେମାନେ ଚିତ୍କାର କରି ନିଜ ନିଜ ବସ୍ତ୍ର ଫୋପାଡ଼ି ଆକାଶ ଆଡ଼କୁ ଧୂଳି ପକାଇବାକୁ ଲାଗିଲେ,

Viz kapitola kopírovat

ପବିତ୍ର ବାଇବଲ

23 ସେମାନେ ଚିତ୍କାର କରି ନିଜ ନିଜ ଲୁଗାପଟା ବାହାର କରି ଫୋପାଡ଼ି ଦେଲେ ଓ ଶୂନ୍ୟକୁ ଧୂଳି ଫୋପାଡ଼ିଲେ।

Viz kapitola kopírovat




ପ୍ରେରିତ 22:23

Následuj nás:

Reklamy


Reklamy