ପ୍ରେରିତ 23:12 - ଓଡିଆ ବାଇବେଲ12 ଦିନ ହୁଅନ୍ତେ ଯିହୂଦୀମାନେ ଦଳବଦ୍ଧ ହୋଇ ପାଉଲଙ୍କୁ ବଧ ନ କରିବା ପର୍ଯ୍ୟନ୍ତ, ଅନ୍ନଜଳ ସ୍ପର୍ଶ କଲେ ଅଭିଶପ୍ତ ହେବେ ବୋଲି, ଶପଥରେ ନିଜ ନିଜକୁ ଆବଦ୍ଧ କଲେ । Viz kapitolaପବିତ୍ର ବାଇବଲ (Re-edited) - (BSI)12 ଦିନ ହୁଅନ୍ତେ, ଯିହୁଦୀମାନେ ଦଳବଦ୍ଧ ହୋଇ ପାଉଲଙ୍କୁ ବଧ ନ କରିବା ପର୍ଯ୍ୟନ୍ତ ଅନ୍ନଜଳ ସ୍ପର୍ଶ କଲେ ଅଭିଶପ୍ତ ହେବେ ବୋଲି ଶପଥରେ ଆପଣା ଆପଣାକୁ ଆବଦ୍ଧ କଲେ। Viz kapitolaପବିତ୍ର ବାଇବଲ (CL) NT (BSI)12 ତହିଁ ଆରଦିନ ସକାଳେ କେତେକ ଇହୁଦୀ ଏକତ୍ର ହୋଇ ଗୋଟିଏ ଚକ୍ରାନ୍ତ କଲେ। ପାଉଲଙ୍କୁ ହତ୍ୟା ନ କରିବା ପର୍ଯ୍ୟନ୍ତ ସେମାନେ ଭୋଜନ ପାନ କରିବେ ନାହିଁ ବୋଲି ଶପଥ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଦିନ ହୁଅନ୍ତେ ଯିହୁଦୀମାନେ ଦଳବଦ୍ଧ ହୋଇ ପାଉଲଙ୍କୁ ବଧ ନ କରିବା ପର୍ଯ୍ୟନ୍ତ, ଅନ୍ନଜଳ ସ୍ପର୍ଶ କଲେ ଅଭିଶପ୍ତ ହେବେ ବୋଲି ଶପଥରେ ନିଜ ନିଜକୁ ଆବଦ୍ଧ କଲେ। Viz kapitolaପବିତ୍ର ବାଇବଲ12 ତହିଁ ଆରଦିନ କେତେକ ଯିହୂଦୀ ଗୋଟିଏ ଯୋଜନା କଲେ। ସେମାନେ ପାଉଲଙ୍କୁ ହତ୍ୟା କରିବା ପାଇଁ ଗ୍ଭହିଁଲେ। ତାହାଙ୍କୁ ହତ୍ୟା ନ କରିବା ପର୍ଯ୍ୟନ୍ତ ସେମାନେ ଅନ୍ନଜଳ ସ୍ପର୍ଶ କରିବେ ନାହିଁ ବୋଲି ଶପଥ କଲେ। Viz kapitola |