ପ୍ରେରିତ 23:19 - ଓଡିଆ ବାଇବେଲ19 ସହସ୍ର ସେନାପତି ତାହାକୁ ହାତ ଧରି ତାହାକୁ ନିର୍ଜନକୁ ନେଇଯାଇ ପଚାରିଲେ, ମୋତେ ଜଣାଇବା ନିମନ୍ତେ ତୁମ୍ଭର କ'ଣ ଅଛି? Viz kapitolaପବିତ୍ର ବାଇବଲ (Re-edited) - (BSI)19 ସହସ୍ରସେନାପତି ତାʼର ହାତ ଧରି ତାକୁ ନିର୍ଜନକୁ ଘେନିଯାଇ ପଚାରିଲେ, ମୋତେ ଜଣାଇବା ନିମନ୍ତେ ତୁମ୍ଭର କʼଣ ଅଛି? Viz kapitolaପବିତ୍ର ବାଇବଲ (CL) NT (BSI)19 ସେନାଧ୍ୟକ୍ଷ ତାହାର ହାତ ଧରି ନିଭୃତକୁ ନେଇଗଲେ ଓ ପଚାରିଲେ, “କଅଣ କହିବାର ଅଛି, କୁହ!” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ସହସ୍ର-ସେନାପତି ତାହାକୁ ହାତ ଧରି ତାହାକୁ ନିର୍ଜନକୁ ନେଇଯାଇ ପଚାରିଲେ, ମୋତେ ଜଣାଇବା ନିମନ୍ତେ ତୁମ୍ଭର କଅଣ ଅଛି? Viz kapitolaପବିତ୍ର ବାଇବଲ19 ସେନାଧ୍ୟକ୍ଷ ଯୁବକର ହାତ ଧରି ନିରୋଳା ସ୍ଥାନକୁ ନେଇ ପଗ୍ଭରିଲେ, “ତୁମ୍ଭେ ମୋତେ କ’ଣ କହିବାକୁ ଗ୍ଭହଁ?” Viz kapitola |