Online Bible

- Reklamy -




ପ୍ରେରିତ 23:27 - ଓଡିଆ ବାଇବେଲ

27 ଯିହୂଦୀମାନେ ଏହି ଲୋକକୁ ଧରି ବଧ କରିବାକୁ ଯାଉଥିଵା ସମୟରେ ମୁଁ ସୈନ୍ୟମାନଙ୍କ ସହିତ ଯାଇ ସେ ଜଣେ ରୋମୀୟ ବୋଲି ଜାଣି ଏହାକୁ ଉଦ୍ଧାର କଲି ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

27 ଯିହୁଦୀମାନେ ଏହି ଲୋକକୁ ଧରି ବଧ କରିବାକୁ ଯାଉଥିବା ସମୟରେ ମୁଁ ସୈନ୍ୟମାନଙ୍କ ସହିତ ଯାଇ ସେ ଜଣେ ରୋମୀୟ ବୋଲି ଜ୍ଞାତ ହୋଇ ଏହାକୁ ଉଦ୍ଧାର କଲି।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

27 ଇହୁଦୀମାନେ ଏହି ଲୋକଟିକୁ ଧରି ତାକୁ ହତ୍ୟା କରିବାକୁ ଉଦ୍ୟତ ଥିଲେ। ସେ ଜଣେ ରୋମୀୟ ନାଗରିକ ବୋଲି ଅବଗତ ହେବାରୁ ମୁଁ ମୋର ସୈନ୍ୟମାନଙ୍କ ଦ୍ୱାରା ତାକୁ ରକ୍ଷା କଲି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ଯିହୁଦୀମାନେ ଏହି ଲୋକକୁ ଧରି ବଧ କରିବାକୁ ଯାଉଥିବା ସମୟରେ ମୁଁ ସୈନ୍ୟମାନଙ୍କ ସହିତ ଯାଇ ସେ ଜଣେ ରୋମୀୟ ବୋଲି ଜାଣି ଏହାକୁ ଉଦ୍ଧାର କଲି।

Viz kapitola kopírovat

ପବିତ୍ର ବାଇବଲ

27 ଯିହୂଦୀମାନେ ଏହି ଲୋକକୁ ଧରି ନେଇ ହତ୍ୟା କରିବା ପାଇଁ ଚେଷ୍ଟା କରୁଥିଲେ। ମୁଁ ଘଟଣା ସ୍ଥଳରେ ସୈନ୍ୟମାନଙ୍କ ସହିତ ପହଞ୍ଚିଲି ଓ ତାହାଙ୍କୁ ରକ୍ଷା କଲି। ମୁଁ ଜାଣିବାକୁ ପାଇଲି ସେ ଜଣେ ରୋମୀୟ ନାଗରିକ।

Viz kapitola kopírovat




ପ୍ରେରିତ 23:27

Následuj nás:

Reklamy


Reklamy