ପ୍ରେରିତ 23:34 - ଓଡିଆ ବାଇବେଲ34 ସେ ଚିଠିଟି ପଢ଼ିଲା ଉତ୍ତାରେ, ସେ କେଉଁ ପ୍ରଦେଶର ଲୋକ ବୋଲି ପଚାରିଲେ; ପୁଣି, ସେ ଯେ କିଲିକିଆର ଲୋକ, ଏହା ଜାଣି ସେ କହିଲେ, Viz kapitolaପବିତ୍ର ବାଇବଲ (Re-edited) - (BSI)34 ସେ ପତ୍ରଟି ପାଠ କଲା ଉତ୍ତାରେ, ସେ କେଉଁ ପ୍ରଦେଶର ଲୋକ ବୋଲି ପଚାରିଲେ; ପୁଣି, ସେ ଯେ କିଲିକିଆର ଲୋକ, ଏହା ଜାଣି ସେ କହିଲେ, Viz kapitolaପବିତ୍ର ବାଇବଲ (CL) NT (BSI)34 ରାଜ୍ୟପାଳ ପତ୍ରଟି ପଢ଼ି ପାଉଲଙ୍କୁ କେଉଁ ପ୍ରଦେଶରୁ ଆସିଛନ୍ତି ବୋଲି ପଚାରିଲେ। ପାଉଲ ସିଲିଷୀଆର ବୋଲି ଜାଣି Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT34 ସେ ଚିଠିଟି ପଢ଼ିଲା ଉତ୍ତାରେ, ସେ କେଉଁ ପ୍ରଦେଶର ଲୋକ ବୋଲି ପଚାରିଲେ; ପୁଣି, ସେ ଯେ କିଲିକିୟାର ଲୋକ, ଏହା ଜାଣି ସେ କହିଲେ, Viz kapitolaପବିତ୍ର ବାଇବଲ34 ରାଜ୍ୟପାଳ ପତ୍ର ପଢ଼ି ପାଉଲ କେଉଁ ପ୍ରଦେଶର ଲୋକ ବୋଲି ପଗ୍ଭରିଲେ। ସେ ଜାଣିବାକୁ ପାଇଲେ ଯେ ପାଉଲ କିଲିକିଆର ଲୋକ। Viz kapitola |