ପ୍ରେରିତ 24:11 - ଓଡିଆ ବାଇବେଲ11 ବାର ଦିନରୁ ଅଧିକ ହେବ ନାହିଁ ମୁଁ ଉପାସନା କରିବା ନିମନ୍ତେ ଯିରୂଶାଲମକୁ ଯାଇଥିଲି, ଏହା ଆପଣ ଜାଣି ପାରନ୍ତି Viz kapitolaପବିତ୍ର ବାଇବଲ (Re-edited) - (BSI)11 ବାର ଦିନରୁ ଅଧିକ ହେବ ନାହିଁ ମୁଁ ଯେ ଉପାସନା କରିବା ନିମନ୍ତେ ଯିରୂଶାଲମକୁ ଯାଇଥିଲି, ଏହା ଆପଣ ଜାଣି ପାରନ୍ତି। Viz kapitolaପବିତ୍ର ବାଇବଲ (CL) NT (BSI)11 ଆପଣ ନିଜେ ଅନୁସନ୍ଧାନ କରି ଜାଣିପାରିବେ ଯେ, ପ୍ରାୟ ବାର ଦିନ ତଳେ ମୁଁ ଯିରୂଶାଲମକୁ ଉପାସନା କରିବାକୁ ଯାଇଥିଲି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ବାର ଦିନରୁ ଅଧିକ ହେବ ନାହିଁ ମୁଁ ଉପାସନା କରିବା ନିମନ୍ତେ ଯିରୂଶାଲମ ସହରକୁ ଯାଇଥିଲି, ଏହା ଆପଣ ଜାଣି ପାରନ୍ତି Viz kapitolaପବିତ୍ର ବାଇବଲ11 ଆପଣ ନିଜେ ଜାଣି ପାରିବେ ଯେ ମୁଁ କେବଳ ଉପାସନା କରିବା ପାଇଁ ମାତ୍ର ବାରଦିନ ପୂର୍ବରୁ ଯିରୁଶାଲମରେ ପହଞ୍ଚିଥିଲି। Viz kapitola |