ପ୍ରେରିତ 24:19 - ଓଡିଆ ବାଇବେଲ19 ଯଦି ସେମାନଙ୍କର ମୋ, ବିରୁଦ୍ଧରେ କୌଣସି କଥା ଥାଆନ୍ତା, ତାହାହେଲେ ଆପଣଙ୍କ ସମ୍ମୁଖରେ ଉପସ୍ଥିତ ହୋଇ ଅଭିଯୋଗ କରିବା ସେମାନଙ୍କର ଉଚିତ ହୋଇଥାଆନ୍ତା Viz kapitolaପବିତ୍ର ବାଇବଲ (Re-edited) - (BSI)19 ଯଦି ସେମାନଙ୍କର ମୋʼ ବିରୁଦ୍ଧରେ କୌଣସି କଥା ଥାଆନ୍ତା, ତାହାହେଲେ ଆପଣଙ୍କ ସମ୍ମୁଖରେ ଉପସ୍ଥିତ ହୋଇ ଅଭିଯୋଗ କରିବା ସେମାନଙ୍କର ଉଚିତ ହୋଇଥାଆନ୍ତା। Viz kapitolaପବିତ୍ର ବାଇବଲ (CL) NT (BSI)19 କିନ୍ତୁ ଏସିଆ ଦେଶର କେତେକ ଇହୁଦୀ ସେଠାରେ ଥିଲେ; ଯଦି ସେମାନଙ୍କର ମୋ’ ବିରୁଦ୍ଧରେ କିଛି କହିବାର ଅଛି, ସେମାନେ ନିଜେ ଆପଣଙ୍କ ସମ୍ମୁଖକୁ ଆସି ଅଭିଯୋଗ କରିପାରିଥାନ୍ତେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଯଦି ସେମାନଙ୍କର ମୋ, ବିରୁଦ୍ଧରେ କୌଣସି କଥା ଥାଆନ୍ତା, ତାହାହେଲେ ଆପଣଙ୍କ ସମ୍ମୁଖରେ ଉପସ୍ଥିତ ହୋଇ ଅଭିଯୋଗ କରିବା ସେମାନଙ୍କର ଉଚିତ୍ ହୋଇଥାଆନ୍ତା। Viz kapitolaପବିତ୍ର ବାଇବଲ19 ସେ ସମୟରେ ଏସିଆର କେତେକ ଯିହୂଦୀ ସେଠାରେ ଥିଲେ। ଯଦି ସେମାନଙ୍କର ମୋ’ ବିରୁଦ୍ଧରେ କିଛି ଆପତ୍ତି ଥାଏ ତେବେ ସେମାନେ ଆପଣଙ୍କ ନିକଟରେ ଉପସ୍ଥିତ ହେବା ଉଚିତ୍, Viz kapitola |