ପ୍ରେରିତ 24:26 - ଓଡିଆ ବାଇବେଲ26 ଆହୁରି ମଧ୍ୟ ପାଉଲ ତାଙ୍କୁ ଲାଞ୍ଚ ଦେବେ ବୋଲି ସେ ଆଶା କରୁଥିଲେ, ସେଥିପାଇଁ ଥରକୁଥର ତାଙ୍କୁ ଡକାଇ ତାଙ୍କ ସହିତ କଥାବାର୍ତ୍ତା କରୁଥିଲେ । Viz kapitolaପବିତ୍ର ବାଇବଲ (Re-edited) - (BSI)26 ଆହୁରି ମଧ୍ୟ ପାଉଲ ତାଙ୍କୁ ଅର୍ଥ ଦେବେ ବୋଲି ସେ ଆଶା କରୁଥିଲେ; ସେଥିପାଇଁ ଥରକୁଥର ତାଙ୍କୁ ଡକାଇ ତାଙ୍କ ସହିତ କଥାବାର୍ତ୍ତା କରୁଥିଲେ। Viz kapitolaପବିତ୍ର ବାଇବଲ (CL) NT (BSI)26 ସେହି ସମୟରେ ପାଉଲ ତାଙ୍କୁ କିଛି ଅର୍ଥ ଉକ୍ରୋଚ ଦେବେ ବୋଲି ସେ ଆଶା କରିଥିଲେ, ତେଣୁ ସେ ଥରକୁ ଥର ତାଙ୍କୁ ଡକାଇ ତାଙ୍କ ସହିତ କଥାବାର୍ତ୍ତା କରିବାକୁ ଲାଗିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ଆହୁରି ମଧ୍ୟ ପାଉଲ ତାହାଙ୍କୁ ଲାଞ୍ଚ ଦେବେ ବୋଲି ସେ ଆଶା କରୁଥିଲେ, ସେଥିପାଇଁ ଥରକୁ ଥର ତାହାଙ୍କୁ ଡକାଇ ତାହାଙ୍କ ସହିତ କଥାବାର୍ତ୍ତା କରୁଥିଲେ। Viz kapitolaପବିତ୍ର ବାଇବଲ26 କିନ୍ତୁ ଫେଲୀକ୍ସ୍ ପାଉଲଙ୍କ ସହିତ କଥା ହେବାର ଆଉ ଗୋଟିଏ କାରଣ ଥିଲା। ସେ ଆଶା କରିଥିଲେ ଯେ ପାଉଲ ତାହାଙ୍କୁ ଟଙ୍କା ଲାଞ୍ଚ ଦେବେ। ତେଣୁ ସେ ପାଉଲଙ୍କୁ ଅନେକଥର ଡକାଇ କଥା ହେଉଥିଲେ। Viz kapitola |