Online Bible

- Reklamy -




ପ୍ରେରିତ 25:12 - ଓଡିଆ ବାଇବେଲ

12 ସେଥିରେ ଫେଷ୍ଟସ୍ ମନ୍ତ୍ରୀମଣ୍ଡଳ ସହିତ ପରାମର୍ଶ କରି ଉତ୍ତର ଦେଲେ, ତୁମ୍ଭେ କାଇସରଙ୍କ ଛାମୁରେ ବିଚାରିତ ହେବା ନିମନ୍ତେ ପ୍ରାର୍ଥନା କରିଅଛ, ତୁମ୍ଭେ କାଇସରଙ୍କ ନିକଟକୁ ଯିବ ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

12 ସେଥିରେ ଫେଷ୍ଟ ମନ୍ତ୍ରୀମଣ୍ତଳ ସହିତ ପରାମର୍ଶ କରି ଉତ୍ତର ଦେଲେ, ତୁମ୍ଭେ କାଇସରଙ୍କ ଛାମୁରେ ବିଚାରିତ ହେବା ନିମନ୍ତେ ପ୍ରାର୍ଥନା କରିଅଛ, ତୁମ୍ଭେ କାଇସରଙ୍କ ନିକଟକୁ ଯିବ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

12 ତା’ପରେ ଫେଷ୍ଟସ୍ ତାଙ୍କର ସଭାସଦ୍ମାନଙ୍କ ସହିତ ପରାମର୍ଶ କରି ଉତ୍ତର ଦେଲେ, “ତୁମେ ସମ୍ରାଟଙ୍କଠାରେ ଆବେଦନ କରିଛ, ତେଣୁ ତୁମେ ସମ୍ରାଟଙ୍କ ନିକଟକୁ ଯିବ।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ସେଥିରେ ଫେଷ୍ଟସ୍ ମନ୍ତ୍ରୀମଣ୍ଡଳ ସହିତ ପରାମର୍ଶ କରି ଉତ୍ତର ଦେଲେ, ତୁମ୍ଭେ କାଇସରଙ୍କ ଛାମୁରେ ବିଚାରିତ ହେବା ନିମନ୍ତେ ପ୍ରାର୍ଥନା କରିଅଛ, ତୁମ୍ଭେ କାଇସରଙ୍କ ନିକଟକୁ ଯିବ।

Viz kapitola kopírovat

ପବିତ୍ର ବାଇବଲ

12 ଫେଷ୍ଟ ତାହାଙ୍କ ପରାମର୍ଶ ଦାତାମାନଙ୍କ ସହିତ ଏ ବିଷୟରେ କଥା ହେଲେ। ସେ କହିଲେ, “ତୁମ୍ଭେ କାଇସରଙ୍କ ନିକଟରେ ଆବେଦନ କରିଛ। ତେଣୁ ତୁମ୍ଭେ ତାହାଙ୍କ ନିକଟକୁ ଯିବ।”

Viz kapitola kopírovat




ପ୍ରେରିତ 25:12

Následuj nás:

Reklamy


Reklamy