ପ୍ରେରିତ 25:26 - ଓଡିଆ ବାଇବେଲ26 ମୋର ପ୍ରଭୁଙ୍କ ଛାମୁକୁ ତା'ର ବିଷୟରେ ଲେଖିବା ନିମନ୍ତେ ମୋର କୌଣସି ନିଶ୍ଚିତ ବିଷୟ ନାହିଁ । ଏଣୁ ବିଚାର କରି ଯେପରି ମୁଁ ଲେଖିବା ନିମନ୍ତେ କିଛି ପାଇ ପାରେ, ସେଥିପାଇଁ ତାଙ୍କୁ ଆପଣମାନଙ୍କ, ବିଶେଷତଃ ହେ ରାଜନ ଆଗ୍ରିପ୍ପା ଆପଣଙ୍କ ସମ୍ମୁଖକୁ ଆଣିଅଛି; Viz kapitolaପବିତ୍ର ବାଇବଲ (Re-edited) - (BSI)26 ମୋର ପ୍ରଭୁଙ୍କ ଛାମୁକୁ ତାʼର ବିଷୟରେ ଲେଖିବା ନିମନ୍ତେ ମୋର କୌଣସି ନିଶ୍ଚିତ ବିଷୟ ନାହିଁ। ଏଣୁ ବିଚାର କରି ଯେପରି ମୁଁ ଲେଖିବା ନିମନ୍ତେ କିଛି ପାଇ ପାରେ, ସେଥିପାଇଁ ତାକୁ ଆପଣମାନଙ୍କ, ବିଶେଷତଃ, ହେ ରାଜନ୍ ଆଗ୍ରିପ୍ପା, ଆପଣଙ୍କ ସମ୍ମୁଖକୁ ଆଣିଅଛି; Viz kapitolaପବିତ୍ର ବାଇବଲ (CL) NT (BSI)26 କିନ୍ତୁ ତା’ ବିଷୟରେ ନିର୍ଦ୍ଦିଷ୍ଟଭାବେ ସମ୍ରାଟଙ୍କୁ ଲେଖିବା ପାଇଁ ମୋର କିଛି ନାହିଁ। ତେଣୁ ମୁଁ ତାକୁ ଆପଣମାନଙ୍କ ସମ୍ମୁଖକୁ ଏବଂ ବିଶେଷଭାବେ ହେ ରାଜା ଆଗ୍ରୀପା, ଆପଣଙ୍କ ସମ୍ମୁଖକୁ ଆଣିଛି, ଯେପରି କି ତାହାର ବିଷୟ ଭଲ ଭାବରେ ତଦନ୍ତ କରିବା ପରେ ମୁଁ କିଛି ଲେଖିପାରିବି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ମୋହର ପ୍ରଭୁଙ୍କ ଛାମୁକୁ ତାହାର ବିଷୟରେ ଲେଖିବା ନିମନ୍ତେ ମୋହର କୌଣସି ନିଶ୍ଚିତ ବିଷୟ ନାହିଁ। ଏଣୁ ବିଚାର କରି ଯେପରି ମୁଁ ଲେଖିବା ନିମନ୍ତେ କିଛି ପାଇ ପାରେ, ସେଥିପାଇଁ ତାହାଙ୍କୁ ଆପଣମାନଙ୍କ, ବିଶେଷତଃ ହେ ରାଜନ ଆଗ୍ରିପ୍ପା ଆପଣଙ୍କ ସମ୍ମୁଖକୁ ଆଣିଅଛି; Viz kapitolaପବିତ୍ର ବାଇବଲ26 କିନ୍ତୁ ମୁଁ ପ୍ରକୃତରେ ଜାଣି ପାରୁ ନାହିଁ, ସମ୍ରାଟଙ୍କୁ ତା’ ବିଷୟରେ କ’ଣ ଲେଖିବି? ତେଣୁ ମୁଁ ତାକୁ ଆପଣମାନଙ୍କ ପାଖକୁ ଓ ହେ ରାଜା ଆଗ୍ରିପ୍ପା ବିଶେଷକରି ଆପଣଙ୍କ ପାଖକୁ ଆଣିଛି। ମୋର ଆଶା, ଆପଣ ତାକୁ ପ୍ରଶ୍ନ ପଗ୍ଭରି ପାରିବେ, ଓ କାଇସରଙ୍କୁ ଲେଖିବା ପାଇଁ ମୋତେ କିଛି କହିବେ। Viz kapitola |