Online Bible

- Reklamy -




ପ୍ରେରିତ 25:3 - ଓଡିଆ ବାଇବେଲ

3 ଆଉ ସେ ଯେପରି ତାଙ୍କୁ ଯିରୂଶାଲମକୁ ଡକାଇ ପଠାନ୍ତି ଏଥି ନିମନ୍ତେ ବିନତିପୁର୍ବକ ତାଙ୍କ ବିରୁଦ୍ଧରେ ଏହି ଅନୁଗ୍ରହ ପ୍ରାର୍ଥନା କଲେ; ପୁଣି, ସେମାନେ ତାଙ୍କୁ ବାଟରେ ବଧ କରିବା ପାଇଁ ଛକି ବସିଲେ ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

3 ଆଉ ସେ ଯେପରି ତାଙ୍କୁ ଯିରୂଶାଲମକୁ ଡକାଇ ପଠାନ୍ତି, ଏଥିନିମନ୍ତେ ବିନତିପୂର୍ବକ ତାଙ୍କ ବିରୁଦ୍ଧରେ ଏହି ଅନୁଗ୍ରହ ପ୍ରାର୍ଥନା କଲେ; ପୁଣି, ସେମାନେ ତାଙ୍କୁ ବାଟରେ ବଧ କରିବା ନିମନ୍ତେ ଛକି ବସିଲେ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

3 ପାଉଲଙ୍କୁ ଯିରୂଶାଲମକୁ ଆଣି ସେମାନଙ୍କୁ ଅନୁଗୃହୀତ କରିବା ପାଇଁ ସେମାନେ ଫେଷ୍ଟସ୍ଙ୍କୁ ନିବେଦନ କଲେ, କାରଣ ସେମାନେ ପାଉଲଙ୍କୁ ବାଟରେ ହତ୍ୟା କରିବା ପାଇଁ ଯୋଜନା ପ୍ରସ୍ତୁତ କରିଥିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଆଉ ସେ ଯେପରି ତାହାଙ୍କୁ ଯିରୂଶାଲମ ସହରକୁ ଡକାଇ ପଠାନ୍ତି ଏଥିନିମନ୍ତେ ବିନତିପୂର୍ବକ ତାହାଙ୍କ ବିରୁଦ୍ଧରେ ଏହି ଅନୁଗ୍ରହ ପ୍ରାର୍ଥନା କଲେ; ପୁଣି, ସେମାନେ ତାହାଙ୍କୁ ବାଟରେ ବଧ କରିବା ପାଇଁ ଛକି ବସିଲେ।

Viz kapitola kopírovat

ପବିତ୍ର ବାଇବଲ

3 ସେମାନେ ପାଉଲଙ୍କୁ ଯିରୁଶାଲମକୁ ପଠାଇଦେବା ପାଇଁ ତାହାଙ୍କୁ ଅନୁରୋଧ କଲେ। କାରଣ ସେମାନେ ତାହାଙ୍କୁ ରାସ୍ତାରେ ହତ୍ୟା କରିବାର ଷଡ଼ଯନ୍ତ୍ର କରିଥିଲେ।

Viz kapitola kopírovat




ପ୍ରେରିତ 25:3

Následuj nás:

Reklamy


Reklamy