Online Bible

- Reklamy -




ପ୍ରେରିତ 26:24 - ଓଡିଆ ବାଇବେଲ

24 ଏହି ପ୍ରକାରେ ସେ ଅାତ୍ମପକ୍ଷ ସମର୍ଥନ କରୁଥିବା ସମୟରେ ଫେଷ୍ଟସ୍ ଉଚ୍ଚସ୍ୱରରେ କହିଲେ, ପାଉଲ, ତୁମ୍ଭେ ପାଗଳ; ବହୁ ବିଦ୍ୟା ତୁମ୍ଭକୁ ପାଗଳ କରୁଅଛି ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

24 ଏହି ପ୍ରକାରେ ସେ ଆତ୍ମପକ୍ଷସମର୍ଥନ କରୁଥିବା ସମୟରେ ଫେଷ୍ଟ ଉଚ୍ଚସ୍ଵରରେ କହିଲେ, ପାଉଲ, ତୁମ୍ଭେ ପାଗଳ; ବହୁ ବିଦ୍ୟା ତୁମ୍ଭକୁ ପାଗଳ କରୁଅଛି।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

24 ଏହି ପ୍ରକାରେ ପାଉଲ ନିଜତ ପକ୍ଷ ସମର୍ଥନ କରି କହୁଥିବାବେଳେ ଫେଷ୍ଟସ୍ ଚିକ୍ରାର କରି କହିଲେ, “ପାଉଲ, ତୁମେ ପାଗଳ! ତୁମର ଉଚ୍ଚ ଶିକ୍ଷା ତୁମକୁ ପାଗଳ କରି ଦେଇଛି!”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ଏହି ପ୍ରକାରେ ସେ ଅାତ୍ମପକ୍ଷ ସମର୍ଥନ କରୁଥିବା ସମୟରେ ଫେଷ୍ଟସ୍ ଉଚ୍ଚସ୍ୱରରେ କହିଲେ, ପାଉଲ, ତୁମ୍ଭେ ପାଗଳ; ବହୁ ବିଦ୍ୟା ତୁମ୍ଭକୁ ପାଗଳ କରୁଅଛି।

Viz kapitola kopírovat

ପବିତ୍ର ବାଇବଲ

24 ପାଉଲ ଆତ୍ମରକ୍ଷା ପାଇଁ ଏହିସବୁ କଥା କହିଲା ବେଳେ, ଫେଷ୍ଟ ଖୁବ୍ ଜୋ‌ର୍‌‌ରେ କହିଲେ, “ପାଉଲ, ତୁମ୍ଭେ ପାଗଳ। ବହୁତ ପଢ଼ିବା କାରଣରୁ ତୁମ୍ଭେ ପାଗଳ ହୋଇ ଯାଇଛ।”

Viz kapitola kopírovat




ପ୍ରେରିତ 26:24

Následuj nás:

Reklamy


Reklamy