ପ୍ରେରିତ 26:8 - ଓଡିଆ ବାଇବେଲ8 ଈଶ୍ୱର ଯେ ମୃତମାନଙ୍କୁ ଉଠାନ୍ତି, ତାହା କାହିଁକି ଆପଣମାନଙ୍କ ବିଚାରରେ ଅବିଶ୍ୱାସ୍ୟ ବୋଲି ବୋଧ ହୁଏ ? Viz kapitolaପବିତ୍ର ବାଇବଲ (Re-edited) - (BSI)8 ଈଶ୍ଵର ଯେ ମୃତମାନଙ୍କୁ ଉଠାନ୍ତି, ତାହା କାହିଁକି ଆପଣମାନଙ୍କ ବିଚାରରେ ଅବିଶ୍ଵାସ ବୋଲି ବୋଧ ହୁଏ? Viz kapitolaପବିତ୍ର ବାଇବଲ (CL) NT (BSI)8 ପ୍ରଭୁ ଯେ ମୃତମାନଙ୍କୁ ଉତ୍ଥିତ କରାନ୍ତି, ଏହା ବିଶ୍ୱାସ କରିବା ଅସମ୍ଭବ ବୋଲି ଆପଣମାନେ କାହିଁକି ମନେ କରୁଛନ୍ତି? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଈଶ୍ବର ଯେ ମୃତମାନଙ୍କୁ ଉଠାନ୍ତି, ତାହା କାହିଁକି ଆପଣମାନଙ୍କ ବିଚାରରେ ଅବିଶ୍ୱସ୍ତ ବୋଲି ବୋଧ ହୁଏ? Viz kapitolaପବିତ୍ର ବାଇବଲ8 ପରମେଶ୍ୱର ଯେ ଲୋକମାନଙ୍କୁ ମୃତ୍ୟୁରୁ ପୁନରୁତ୍ଥିତ କରି ପାରିବେ, ଏ କଥା ଆପଣମାନେ କାହିଁକି ଅସମ୍ଭବ ବୋଲି ଭାବୁଛନ୍ତି? Viz kapitola |