ପ୍ରେରିତ 26:9 - ଓଡିଆ ବାଇବେଲ9 ନାଜରିତୀୟ ଯୀଶୁଙ୍କ ନାମ ବିରୁଦ୍ଧରେ ମୋହର ଅନେକ କାର୍ଯ୍ୟ କରିବା ଯେ କର୍ତ୍ତବ୍ୟ ଏହା ମୁଁ ନିଜେ ମନେ କରିଥିଲି । Viz kapitolaପବିତ୍ର ବାଇବଲ (Re-edited) - (BSI)9 ନାଜରିତୀୟ ଯୀଶୁଙ୍କ ନାମ ବିରୁଦ୍ଧରେ ମୋହର ଅନେକ କାର୍ଯ୍ୟ କରିବା ଯେ କର୍ତ୍ତବ୍ୟ, ଏହା ମୁଁ ନିଜେ ମନେ କରିଥିଲି। Viz kapitolaପବିତ୍ର ବାଇବଲ (CL) NT (BSI)9 “ନାଜରିତୀୟ ଯୀଶୁଙ୍କ ଆନ୍ଦୋଳନକୁ ଦମନ କରିବା ପାଇଁ ମୁଁ ଯଥାସାଧ୍ୟ ଚେଷ୍ଟା କରିବା ଉଚିତ ବୋଲି ଭାବିଥିଲି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ନାଜରିତୀୟ ଯୀଶୁଙ୍କ ନାମ ବିରୁଦ୍ଧରେ ମୋହର ଅନେକ କାର୍ଯ୍ୟ କରିବା ଯେ କର୍ତ୍ତବ୍ୟ ଏହା ମୁଁ ନିଜେ ମନେ କରିଥିଲି। Viz kapitolaପବିତ୍ର ବାଇବଲ9 “ମୁଁ ଯେତେବେଳେ ଫାରୂଶୀ ଥିଲି, ସେତେବେଳେ ମୁଁ ମଧ୍ୟ ନାଜରିତୀୟ ଯୀଶୁଙ୍କ ବିରୁଦ୍ଧରେ ଅନେକ କାର୍ଯ୍ୟ କରିବି ବୋଲି ଭାବୁଥିଲି। Viz kapitola |