ପ୍ରେରିତ 27:14 - ଓଡିଆ ବାଇବେଲ14 କିନ୍ତୁ ଅଳ୍ପ ସମୟ ଉତ୍ତାରେ, ଯାହାକୁ ଇଉରକ୍ୱିଲୋ ବୋଲି କହନ୍ତି, ସେହି ପ୍ରଚଣ୍ଡ ପବନ କୂଳରୁ ବହି ଆଘାତ କରିବାକୁ ଲାଗିଲା । Viz kapitolaପବିତ୍ର ବାଇବଲ (Re-edited) - (BSI)14 କିନ୍ତୁ ଅଳ୍ପ ସମୟ ଉତ୍ତାରେ, ଯାହାକୁ ଇଉରକ୍ଵିଲୋ ବୋଲି କହନ୍ତି, ସେହି ପ୍ରଚଣ୍ତ ପବନ କୂଳରୁ ବହି ଆଘାତ କରିବାକୁ ଲାଗିଲା। Viz kapitolaପବିତ୍ର ବାଇବଲ (CL) NT (BSI)14 କିନ୍ତୁ ଅତି ଶୀଘ୍ର ଦ୍ୱୀପ ଆଡ଼ୁ ଉତ୍ତର ପୂର୍ବ ପବନ ପ୍ରଚଣ୍ଡ ବେଗରେ ବହି Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 କିନ୍ତୁ ଅଳ୍ପ ସମୟ ଉତ୍ତାରେ, ଯାହାକୁ ଇଉରକ୍ୱିଲୋ ବୋଲି କହନ୍ତି, ସେହି ପ୍ରଚଣ୍ଡ ପବନ କୂଳରୁ ବହି ଆଘାତ କରିବାକୁ ଲାଗିଲା। Viz kapitolaପବିତ୍ର ବାଇବଲ14 ମାତ୍ର ଅଳ୍ପ ସମୟ ପରେ ହଠାତ୍ ପାଗ ବଦଳିଗଲା। “ଉତ୍ତର ପୂର୍ବୀୟ” ନାମକ ପବନ, ଦ୍ୱୀପଆଡ଼ୁ ପ୍ରଚଣ୍ଡ ବେଗରେ ବୋହିବାକୁ ଲାଗିଲା। Viz kapitola |