ପ୍ରେରିତ 27:21 - ଓଡିଆ ବାଇବେଲ21 ଆଉ, ସମସ୍ତେ ଅନେକ ଦିନ ପର୍ଯ୍ୟନ୍ତ ଅନାହାରରେ ରହିଲା ପରେ ପାଉଲ ସେମାନଙ୍କ ମଧ୍ୟରେ ଠିଆ ହୋଇ କହିଲେ, ମହାଶୟମାନେ, ମୋହର କଥା ମାନି କ୍ରୀତୀରୁ ଜାହାଜ ନ ଫିଟାଇବା, ପୁଣି, ଏହି ଅନିଷ୍ଟ ଓ କ୍ଷତି ନିବାରଣ କରିବା ଆପଣମାନଙ୍କର ଉଚିତ ଥିଲା । Viz kapitolaପବିତ୍ର ବାଇବଲ (Re-edited) - (BSI)21 ଆଉ, ସମସ୍ତେ ଅନେକ ଦିନ ପର୍ଯ୍ୟନ୍ତ ଅନାହାରରେ ରହିଲା ପରେ ପାଉଲ ସେମାନଙ୍କ ମଧ୍ୟରେ ଠିଆ ହୋଇ କହିଲେ, ମହାଶୟମାନେ, ମୋହର କଥା ମାନି କ୍ରୀତୀରୁ ଜାହାଜ ନ ଫିଟାଇବା, ପୁଣି ଏହି ଅନିଷ୍ଟ ଓ କ୍ଷତି ନିବାରଣ କରିବା ଆପଣମାନଙ୍କର ଉଚିତ ଥିଲା। Viz kapitolaପବିତ୍ର ବାଇବଲ (CL) NT (BSI)21 ସମସ୍ତେ ଦୀର୍ଘ କାଳ ଅନାହାରରେ ରହିବା ପରେ, ପାଉଲ ଯାତ୍ରଅୀମାନଙ୍କ ମଧ୍ୟରେ ଠିଆ ହୋଇ କହିଲେ, “ବନ୍ଧୁଗଣ, ଆପଣମାନେ ମୋ’ କଥା ଅନୁସାରେ କ୍ରୀଟରୁ ଜାହାଜ ଛାଡ଼ି ନ ଥିଲେ, ଆମର ଏ ଦୁର୍ଦ୍ଦଶା ଘଟି ନ ଥାନ୍ତା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଆଉ, ସମସ୍ତେ ଅନେକ ଦିନ ପର୍ଯ୍ୟନ୍ତ ଅନାହାରରେ ରହିଲା ପରେ ପାଉଲ ସେମାନଙ୍କ ମଧ୍ୟରେ ଠିଆ ହୋଇ କହିଲେ, ମହାଶୟମାନେ, ମୋହର କଥା ମାନି କ୍ରୀତୀରୁ ଜାହାଜ ନ ଫିଟାଇବା, ପୁଣି, ଏହି ଅନିଷ୍ଟ ଓ କ୍ଷତି ନିବାରଣ କରିବା ଆପଣମାନଙ୍କର ଉଚିତ୍ ଥିଲା। Viz kapitolaପବିତ୍ର ବାଇବଲ21 ଶେଷରେ ପାଉଲ ସେମାନଙ୍କୁ କହିଲେ, “ବନ୍ଧୁଗଣ, ତୁମ୍ଭେମାନେ ଯଦି ମୋ’ କଥା ଶୁଣି କ୍ରୀତି ଉପଦ୍ୱୀପରୁ ଜାହାଜ ଛାଡ଼ି ନ ଥା’ନ୍ତ, ତେବେ ତୁମ୍ଭେମାନଙ୍କର ଏ ଜାହାଜ ନଷ୍ଟ ହୋଇ ନ ଥା’ନ୍ତା ଓ ଏତେ କ୍ଷତି ଘଟି ନ ଥା’ନ୍ତା। Viz kapitola |