ପ୍ରେରିତ 27:22 - ଓଡିଆ ବାଇବେଲ22 ଯାହା ହେଉ, ଏବେ ମୁଁ ଆପଣମାନଙ୍କୁ କହୁଅଛି, ସାହାସ ଧରନ୍ତୁ, କାରଣ ଆପଣମାନଙ୍କ ମଧ୍ୟରେ କାହାର ପ୍ରାଣନାଶ ହେବ ନାହିଁ, କେବଳ ଜାହାଜ ନଷ୍ଟ ହେବ । Viz kapitolaପବିତ୍ର ବାଇବଲ (Re-edited) - (BSI)22 ଯାହାହେଉ, ଏବେ ମୁଁ ଆପଣମାନଙ୍କୁ କହୁଅଛି, ସାହସ ଧରନ୍ତୁ, କାରଣ ଆପଣମାନଙ୍କ ମଧ୍ୟରେ କାହାର ପ୍ରାଣନାଶ ହେବ ନାହିଁ, କେବଳ ଜାହାଜ ନଷ୍ଟ ହେବ। Viz kapitolaପବିତ୍ର ବାଇବଲ (CL) NT (BSI)22 କିନ୍ତୁ ବର୍ତ୍ତମାନ ମୁଁ ଆପଣମାନଙ୍କୁ ଅନୁରୋଧ କରୁଛି, ଆପଣମାନେ ସାହସ ଧରନ୍ତୁ। ଆପଣମାନଙ୍କ ମଧ୍ୟରୁ ଜଣକର ସୁଦ୍ଧା ପ୍ରାଣହାନୀ ହେବ ନାହିଁ, କେବଳ ଜାହାଜଟି ନଷ୍ଟ ହୋଇଯିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ଯାହା ହେଉ, ଏବେ ମୁଁ ଆପଣମାନଙ୍କୁ କହୁଅଛି, ସାହସ ଧରନ୍ତୁ, କାରଣ ଆପଣମାନଙ୍କ ମଧ୍ୟରେ କାହାର ପ୍ରାଣନାଶ ହେବ ନାହିଁ, କେବଳ ଜାହାଜ ନଷ୍ଟ ହେବ। Viz kapitolaପବିତ୍ର ବାଇବଲ22 କିନ୍ତୁ ବର୍ତ୍ତମାନ ମୋର କଥାଶୁଣ ଓ ସାହସ ଧର। କାରଣ ତୁମ୍ଭମାନଙ୍କ ମଧ୍ୟରୁ କାହାରି ଜୀବନ ଯିବ ନାହିଁ। କେବଳ ଜାହାଜଟି ନଷ୍ଟ ହୋଇଯିବ। Viz kapitola |