ପ୍ରେରିତ 27:33 - ଓଡିଆ ବାଇବେଲ33 ଆଉ, ଦିନ ହୋଇ ଆସୁଥିବା ପର୍ଯ୍ୟନ୍ତ ପାଉଲ ସେମାନଙ୍କୁ କିଛି ଭୋଜନ କରିବା ନିମନ୍ତେ ଉତ୍ସାହ ଦେଇ କହିଲେ, ଆଜିକି ଚଉଦ ଦିନ ହେଲା ଆପଣମାନେ ଅପେକ୍ଷାରେ ଥାଇ କିଛି ଭୋଜନ ନ କରି ଅନାହାରରେ ରହିଅଛନ୍ତି । Viz kapitolaପବିତ୍ର ବାଇବଲ (Re-edited) - (BSI)33 ଆଉ, ଦିନ ହୋଇ ଆସୁଥିବା ପର୍ଯ୍ୟନ୍ତ ପାଉଲ ସେମାନଙ୍କୁ କିଛି ଭୋଜନ କରିବା ନିମନ୍ତେ ଉତ୍ସାହ ଦେଇ କହିଲେ, ଆଜିକି ଚଉଦ ଦିନ ହେଲା ଆପଣମାନେ ଅପେକ୍ଷାରେ ଥାଇ କିଛି ଭୋଜନ ନ କରି ଅନାହାରରେ ରହିଅଛନ୍ତି। Viz kapitolaପବିତ୍ର ବାଇବଲ (CL) NT (BSI)33 ଭୋର ହେବା ପୂର୍ବରୁ ପାଉଲ ସମସ୍ତଙ୍କୁ ଖାଇବା ପାଇଁ ଅନୁଯୋଗ କଲେ। ସେ କହିଲେ, “ଏହି ଚଉଦ ଦିନ ହେଲାଣି, ଆପଣମାନେ କିଛି ଖାଇ ନାହାନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ଆଉ, ଦିନ ହୋଇ ଆସୁଥିବା ପର୍ଯ୍ୟନ୍ତ ପାଉଲ ସେମାନଙ୍କୁ କିଛି ଭୋଜନ କରିବା ନିମନ୍ତେ ଉତ୍ସାହ ଦେଇ କହିଲେ, ଆଜିକି ଚଉଦ ଦିନ ହେଲା ଆପଣମାନେ ଅପେକ୍ଷାରେ ଥାଇ କିଛି ଭୋଜନ ନ କରି ଅନାହାରରେ ରହିଅଛନ୍ତି। Viz kapitolaପବିତ୍ର ବାଇବଲ33 ପାହାନ୍ତିଆ ସମୟର ଠିକ୍ ପୂର୍ବରୁ ପାଉଲ ସେମାନଙ୍କୁ କିଛି ଖାଦ୍ୟ ଖାଇବା ପାଇଁ ଅନୁରୋଧ କଲେ। ସେ କହିଲେ, “ତୁମ୍ଭେମାନେ ଉତ୍କଣ୍ଠାର ସହିତ ଅପେକ୍ଷା କରିଛ ଓ ଆଜିକୁ ଚଉଦ ଦିନ ଧରି ତୁମ୍ଭେମାନେ ଖାଦ୍ୟ ସ୍ପର୍ଶ କରି ନାହଁ। Viz kapitola |